Aanlyn Bybel

- Advertensies -




ଲେବୀୟ ପୁସ୍ତକ 26:6 - ପବିତ୍ର ବାଇବଲ

6 ଆମ୍ଭେ ଦେଶର ଶାନ୍ତି ସ୍ଥାପନ କରିବା, ତୁମ୍ଭେମାନେ ଶୟନ କଲାବେଳେ କେହି ତୁମ୍ଭମାନଙ୍କୁ ଭୟ ଦେଖାଇବେ ନାହିଁ। ପୁଣି ଆମ୍ଭେ ହିଂସ୍ରଜନ୍ତୁମାନଙ୍କୁ ଦେଶରୁ ଦୂରେଇ ଦେବା ଏବଂ ତୁମ୍ଭ ଦେଶରେ ଶତ୍ରୁ ପ୍ରବେଶ କରି ପାରିବ ନାହିଁ।

Sien die hoofstuk Kopieer

ପବିତ୍ର ବାଇବଲ (Re-edited) - (BSI)

6 ଆଉ ଆମ୍ଭେ ଦେଶରେ ଶାନ୍ତି ପ୍ରଦାନ କରିବା, ତହିଁରେ ତୁମ୍ଭେମାନେ ଶୟନ କଲେ, କେହି ତୁମ୍ଭମାନଙ୍କୁ ଭୟ ଦେଖାଇବ ନାହିଁ ; ପୁଣି ଆମ୍ଭେ ହିଂସ୍ରକ ଜନ୍ତୁମାନଙ୍କୁ ଦେଶରୁ ନିରସ୍ତ କରିବାୁଓ ତୁମ୍ଭମାନଙ୍କ ଦେଶରେ ଖଡ଼୍‍ଗ ଭ୍ରମଣ କରିବ ନାହିଁ।

Sien die hoofstuk Kopieer

ଓଡିଆ ବାଇବେଲ

6 ଆଉ, ଆମ୍ଭେ ଦେଶରେ ଶାନ୍ତି ପ୍ରଦାନ କରିବା, ତହିଁରେ ତୁମ୍ଭେମାନେ ଶୟନ କଲେ, କେହି ତୁମ୍ଭମାନଙ୍କୁ ଭୟ ଦେଖାଇବ ନାହିଁ; ପୁଣି ଆମ୍ଭେ ହିଂସ୍ରକ ଜନ୍ତୁମାନଙ୍କୁ ଦେଶରୁ ଦୂର କରିବା ଓ ତୁମ୍ଭମାନଙ୍କ ଦେଶରେ ଖଡ୍ଗ ଭ୍ରମଣ କରିବ ନାହିଁ।

Sien die hoofstuk Kopieer

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ, ଆମ୍ଭେ ଦେଶରେ ଶାନ୍ତି ପ୍ରଦାନ କରିବା, ତହିଁରେ ତୁମ୍ଭେମାନେ ଶୟନ କଲେ, କେହି ତୁମ୍ଭମାନଙ୍କୁ ଭୟ ଦେଖାଇବ ନାହିଁ; ପୁଣି ଆମ୍ଭେ ହିଂସ୍ରକ ଜନ୍ତୁମାନଙ୍କୁ ଦେଶରୁ ଦୂର କରିବା ଓ ତୁମ୍ଭମାନଙ୍କ ଦେଶରେ ଖଡ୍ଗ ଭ୍ରମଣ କରିବ ନାହିଁ।

Sien die hoofstuk Kopieer




ଲେବୀୟ ପୁସ୍ତକ 26:6

Volg ons:

Advertensies


Advertensies