ଲେବୀୟ ପୁସ୍ତକ 27:27 - ପବିତ୍ର ବାଇବଲ27 ମାତ୍ର ପ୍ରଥମଜାତ ପଶୁ ଯଦି ଅଶୁଚି ହୁଏ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟ ଅନୁସାରେ ତାହା ମୁକ୍ତ କରିବ ଓ ସେହି ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ। ସେ ଯଦି ମୁକ୍ତ କରି ନ ପାରେ ତେବେ ଯାଜକ ତାହା ନିରୂପିତ ମୂଲ୍ୟରେ ବିକ୍ରୀ କରିବ। Sien die hoofstukପବିତ୍ର ବାଇବଲ (Re-edited) - (BSI)27 ପୁଣି ଯେବେ ତାହା ଅଶୁଚି ପଶୁ ହୁଏ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟ ଅନୁସାରେ ତାହା ମୁକ୍ତ କରିବ, ପୁଣି ସେହି ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ; ମୁକ୍ତ କରା ନ ଗଲେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ବିକ୍ରୀତ ହେବ। Sien die hoofstukଓଡିଆ ବାଇବେଲ27 ପୁଣି ଯଦି ତାହା ଅଶୁଚି ପଶୁ ହୁଏ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟ ଅନୁସାରେ ତାହା ମୁକ୍ତ କରିବ, ପୁଣି ସେହି ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ; ମୁକ୍ତ କରା ନ ଗଲେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ବିକ୍ରୀତ ହେବ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ପୁଣି ଯଦି ତାହା ଅଶୁଚି ପଶୁ ହୁଏ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟ ଅନୁସାରେ ତାହା ମୁକ୍ତ କରିବ, ପୁଣି ସେହି ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ; ମୁକ୍ତ କରା ନ ଗଲେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ବିକ୍ରୀତ ହେବ। Sien die hoofstuk |