ଲେବୀୟ ପୁସ୍ତକ 27:3 - ପବିତ୍ର ବାଇବଲ3 କୋଡ଼ିଏ ବର୍ଷଠାରୁ ଷାଠିଏ ବର୍ଷ ପର୍ଯ୍ୟନ୍ତ ପୁରୁଷ ହେଲେ ତୁମ୍ଭର ନିରୂପିତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ପଗ୍ଭଶ୍ ଶେକଲ ରୂପା ହେବ। Sien die hoofstukପବିତ୍ର ବାଇବଲ (Re-edited) - (BSI)3 ପୁରୁଷ ହେଲେ, କୋଡ଼ିଏ ବର୍ଷଠାରୁ ଷାଠିଏ ବର୍ଷ ବୟସ ପର୍ଯ୍ୟନ୍ତ ତୁମ୍ଭର ନିରୂପିତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ପଚାଶ ଶେକଲ ରୂପା ହେବ। Sien die hoofstukଓଡିଆ ବାଇବେଲ3 ପୁରୁଷ ହେଲେ, କୋଡ଼ିଏ ବର୍ଷଠାରୁ ଷାଠିଏ ବର୍ଷ ବୟସ ପର୍ଯ୍ୟନ୍ତ ତୁମ୍ଭର ନିରୂପିତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ପଚାଶ ଶେକଲ ରୂପା ହେବ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁରୁଷ ହେଲେ, କୋଡ଼ିଏ ବର୍ଷଠାରୁ ଷାଠିଏ ବର୍ଷ ବୟସ ପର୍ଯ୍ୟନ୍ତ ତୁମ୍ଭର ନିରୂପିତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ପଚାଶ ଶେକଲ ରୂପା ହେବ। Sien die hoofstuk |