ଲେବୀୟ ପୁସ୍ତକ 27:32 - ପବିତ୍ର ବାଇବଲ32 “ପୁଣି ଗୋମେଷାଦି ପଲରୁ ଦଶମାଂଶ ଯାଜକ ନେବ। ପ୍ରତି ଦଶ ଗୋଟିରେ ଗୋଟିଏ ପଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ। Sien die hoofstukପବିତ୍ର ବାଇବଲ (Re-edited) - (BSI)32 ପୁଣି ଗୋମେଷାଦି ପଲର ଦଶମାଂଶ, ଅର୍ଥାତ୍, ପାଞ୍ଚଣ-ତଳ ଦେଇ ଗମନକାରୀ ସବୁ ପଶୁ ମଧ୍ୟରେ ପ୍ରତ୍ୟେକ ଦଶମ ପଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ। Sien die hoofstukଓଡିଆ ବାଇବେଲ32 ପୁଣି ଗୋମେଷାଦି ପଲର ଦଶମାଂଶ, ଅର୍ଥାତ୍, ପାଞ୍ଚଣ ତଳ ଦେଇ ଗମନକାରୀ ସବୁ ପଶୁ ମଧ୍ୟରେ ପ୍ରତ୍ୟେକ ଦଶମ ପଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ପୁଣି ଗୋମେଷାଦି ପଲର ଦଶମାଂଶ, ଅର୍ଥାତ୍, ପାଞ୍ଚଣ ତଳ ଦେଇ ଗମନକାରୀ ସବୁ ପଶୁ ମଧ୍ୟରେ ପ୍ରତ୍ୟେକ ଦଶମ ପଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ। Sien die hoofstuk |