ଲେବୀୟ ପୁସ୍ତକ 5:2 - ପବିତ୍ର ବାଇବଲ2 “କିମ୍ବା ଯଦି କୌଣସି ବ୍ୟକ୍ତି କିଛି ଅଶୁଚି ଦ୍ରବ୍ୟ ସ୍ପର୍ଶ କରେ ଅର୍ଥାତ୍ ଅଶୁଚି ପଶୁର ଶବ, କି ଅଶୁଚି ଗୋମେଷାଦି ଶବ କି ଅଶୁଚି ଉରୋଗାମୀ ପ୍ରାଣୀର ଶବ ସ୍ପର୍ଶ କରେ ଓ ଯଦି ସେ ଏହା ଅଜାଣତରେ କରିଥାଏ ତଥାପି ସେ ଅପରାଧୀ ହେବ। Sien die hoofstukପବିତ୍ର ବାଇବଲ (Re-edited) - (BSI)2 ଅବା ଯେବେ କେହି କୌଣସି ଅଶୁଚି ଦ୍ରବ୍ୟ, ଅର୍ଥାତ୍, ଅଶୁଚି ପଶୁର ଶବ, କି ଅଶୁଚି ଗୋମେଷାଦିର ଶବ, କି ଅଶୁଚି ଉରୋଗାମୀ ପ୍ରାଣୀର ଶବ ସ୍ପର୍ଶ କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ ଓ ସେ ଅଶୁଚି ହୁଏ, ତେବେ ସେ ଦୋଷୀ ହେବ। Sien die hoofstukଓଡିଆ ବାଇବେଲ2 ଅବା ଯଦି କେହି କୌଣସି ଅଶୁଚି ଦ୍ରବ୍ୟ, ଅର୍ଥାତ୍, ଅଶୁଚି ପଶୁର ଶବ, କି ଅଶୁଚି ଗୋମେଷାଦିର ଶବ, କି ଅଶୁଚି ଉରୋଗାମୀ ପ୍ରାଣୀର ଶବ ସ୍ପର୍ଶ କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ ଓ ସେ ଅଶୁଚି ହୁଏ, ତେବେ ସେ ଦୋଷୀ ହେବ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଅବା ଯଦି କେହି କୌଣସି ଅଶୁଚି ଦ୍ରବ୍ୟ, ଅର୍ଥାତ୍, ଅଶୁଚି ପଶୁର ଶବ, କି ଅଶୁଚି ଗୋମେଷାଦିର ଶବ, କି ଅଶୁଚି ଉରୋଗାମୀ ପ୍ରାଣୀର ଶବ ସ୍ପର୍ଶ କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ ଓ ସେ ଅଶୁଚି ହୁଏ, ତେବେ ସେ ଦୋଷୀ ହେବ। Sien die hoofstuk |