ଲେବୀୟ ପୁସ୍ତକ 5:9 - ପବିତ୍ର ବାଇବଲ9 ତା'ପରେ ସେ ଏହି ରକ୍ତରୁ କିଛି ନେଇ ଯଜ୍ଞବେଦି ପାଖରେ ଛିଞ୍ଚିବ, ପୁଣି ଅବଶିଷ୍ଟ ରକ୍ତ ସବୁ ନେଇ ଯଜ୍ଞବେଦି ମୂଳରେ ଢାଳିବ। ଏହା ପାପରୁ ମୁକ୍ତ ହେବା ପାଇଁ ଏକ ନୈବେଦ୍ୟ ବୋଲି ବିବେଚନା କରାଯିବ। Sien die hoofstukପବିତ୍ର ବାଇବଲ (Re-edited) - (BSI)9 ତହୁଁ ସେ ପାପାର୍ଥକ ବଳିର ରକ୍ତରୁ କିଛି ନେଇ ବେଦି ପାର୍ଶ୍ଵରେ ଛିଞ୍ଚିବ, ପୁଣି ଅବଶିଷ୍ଟ ରକ୍ତ ସବୁ ବେଦି ମୂଳରେ ଢାଳିବ; ତାହା ପାପାର୍ଥକ ବଳିଦାନ। Sien die hoofstukଓଡିଆ ବାଇବେଲ9 ତହୁଁ ସେ ପାପାର୍ଥକ ବଳିର ରକ୍ତରୁ କିଛି ନେଇ ବେଦି ପାର୍ଶ୍ୱରେ ଛିଞ୍ଚିବ, ପୁଣି ଅବଶିଷ୍ଟ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ; ତାହା ପାପାର୍ଥକ ବଳିଦାନ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହୁଁ ସେ ପାପାର୍ଥକ ବଳିର ରକ୍ତରୁ କିଛି ନେଇ ବେଦି ପାର୍ଶ୍ୱରେ ଛିଞ୍ଚିବ, ପୁଣି ଅବଶିଷ୍ଟ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ; ତାହା ପାପାର୍ଥକ ବଳିଦାନ। Sien die hoofstuk |