ଲେବୀୟ ପୁସ୍ତକ 6:4 - ପବିତ୍ର ବାଇବଲ4 ଏହି ଦୋଷଗୁଡ଼ିକ ମଧ୍ୟରୁ ଯେକୌଣସି ଗୋଟିଏ କରେ ସେ ପାପୀ ବୋଲି ବିବେଚିତ ହୁଏ। ସେ ନିଶ୍ଚୟ ଫେରାଇଦେବ, ଯାହାକିଛି ସେ ଗ୍ଭେରି କରିଛି କିମ୍ବା ଅନ୍ୟାୟ ଭାବରେ ହରଣ କରିଛି କିମ୍ବା ତାକୁ କିଛି ବିଶ୍ୱାସରେ ଦିଆଯାଇଛି କିମ୍ବା କିଛି ଗୋଟେ ଅଧିକାର କରିଥିବା ଦ୍ରବ୍ୟ ଯାହାକି ହଜି ଯାଇଛି। Sien die hoofstukପବିତ୍ର ବାଇବଲ (Re-edited) - (BSI)4 ତେବେ ସେ ପାପ କରି ଦୋଷୀ ହେଲେ, ଯାହା ସେ ଅପହରଣ ଦ୍ଵାରା ନେଇଅଛି, ଅବା ଅନ୍ୟାୟରେ ପ୍ରାପ୍ତ ହୋଇଅଛି, ଅବା ଯେଉଁ ଗଚ୍ଛିତ ଦ୍ରବ୍ୟ ତାହା ନିକଟରେ ସମର୍ପିତ ହୋଇଅଛି, ଅବା ଯେଉଁ ହଜାଦ୍ରବ୍ୟ ପାଇଅଛି, Sien die hoofstukଓଡିଆ ବାଇବେଲ4 ତେବେ ସେ ପାପ କରି ଦୋଷୀ ହେଲେ, ଯାହା ସେ ଅପହରଣ ଦ୍ୱାରା ନେଇଅଛି, ଅବା ଅନ୍ୟାୟରେ ପ୍ରାପ୍ତ ହୋଇଅଛି, ଅବା ଯେଉଁ ଗଚ୍ଛିତ ଦ୍ରବ୍ୟ ତାହା ନିକଟରେ ସମର୍ପିତ ହୋଇଅଛି, ଅବା ଯେଉଁ ହଜାଦ୍ରବ୍ୟ ପାଇଅଛି, Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତେବେ ସେ ପାପ କରି ଦୋଷୀ ହେଲେ, ଯାହା ସେ ଅପହରଣ ଦ୍ୱାରା ନେଇଅଛି, ଅବା ଅନ୍ୟାୟରେ ପ୍ରାପ୍ତ ହୋଇଅଛି, ଅବା ଯେଉଁ ଗଚ୍ଛିତ ଦ୍ରବ୍ୟ ତାହା ନିକଟରେ ସମର୍ପିତ ହୋଇଅଛି, ଅବା ଯେଉଁ ହଜାଦ୍ରବ୍ୟ ପାଇଅଛି, Sien die hoofstuk |