ଲେବୀୟ ପୁସ୍ତକ 7:25 - ପବିତ୍ର ବାଇବଲ25 ଯଦି କୌଣସି ବ୍ୟକ୍ତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ପଶୁର ମେଦ ଭକ୍ଷ୍ୟଣ କରେ। ତେବେ ସେହି ଭୋଜନକାରୀ ଆପଣା ଲୋକମାନଙ୍କଠାରୁ ପୃଥକ ରହିବା ଉଚିତ୍। Sien die hoofstukପବିତ୍ର ବାଇବଲ (Re-edited) - (BSI)25 କାରଣ ମନୁଷ୍ୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ଯେଉଁ ପଶୁ ଉତ୍ସର୍ଗ କରନ୍ତି, ତାହାର ମେଦ ଯେବେ କେହି ଭୋଜନ କରଇ; ତେବେ ତାହା ଭୋଜନକାରୀ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ। Sien die hoofstukଓଡିଆ ବାଇବେଲ25 କାରଣ ମନୁଷ୍ୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ଯେଉଁ ପଶୁ ଉତ୍ସର୍ଗ କରନ୍ତି, ତାହାର ମେଦ ଯେବେ କେହି ଭୋଜନ କରେ; ତେବେ ତାହା ଭୋଜନକାରୀ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 କାରଣ ମନୁଷ୍ୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ଯେଉଁ ପଶୁ ଉତ୍ସର୍ଗ କରନ୍ତି, ତାହାର ମେଦ ଯେବେ କେହି ଭୋଜନ କରେ; ତେବେ ତାହା ଭୋଜନକାରୀ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ। Sien die hoofstuk |