ଲେବୀୟ ପୁସ୍ତକ 7:37 - ପବିତ୍ର ବାଇବଲ37 ହୋମବଳି, ଶସ୍ୟ ନୈବେଦ୍ୟ, ପାପାର୍ଥକ ବଳି, ଦୋଷାର୍ଥକ ବଳି, ମଙ୍ଗଳାର୍ଥକ ବଳି ଓ ପଦନିଯୋଗାର୍ଥକ ବିଷୟରେ ଏହିସବୁ ବ୍ୟବସ୍ଥା ଅଛି। Sien die hoofstukପବିତ୍ର ବାଇବଲ (Re-edited) - (BSI)37 ହୋମବଳି, ଭକ୍ଷ୍ୟ-ନୈବେଦ୍ୟ ଓ ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ଓ ପଦନିଯୋଗାର୍ଥକ; ପୁଣି ମଙ୍ଗଳାର୍ଥକ ବଳିର ଏହି ବ୍ୟବସ୍ଥା; Sien die hoofstukଓଡିଆ ବାଇବେଲ37 ହୋମବଳି, ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି, ଦୋଷାର୍ଥକ ବଳି ଓ ପଦନିଯୋଗାର୍ଥକ; ପୁଣି ମଙ୍ଗଳାର୍ଥକ ବଳିର ଏହି ବ୍ୟବସ୍ଥା। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ହୋମବଳି, ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି, ଦୋଷାର୍ଥକ ବଳି ଓ ପଦନିଯୋଗାର୍ଥକ; ପୁଣି ମଙ୍ଗଳାର୍ଥକ ବଳିର ଏହି ବ୍ୟବସ୍ଥା। Sien die hoofstuk |