ଲେବୀୟ ପୁସ୍ତକ 7:38 - ପବିତ୍ର ବାଇବଲ38 ସଦାପ୍ରଭୁ ଯେଉଁ ଦିନ ସୀନୟ ପର୍ବତରେ ମୋଶାଙ୍କୁ ଆଦେଶ ଦେଲେ ସେହି ଦିନ ଇସ୍ରାଏଲ ସନ୍ତାନଗଣଙ୍କୁ ସୀନୟ ପ୍ରାନ୍ତରସ୍ଥିତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ଆପଣା ଉପହାର ଦେବାକୁ ଆଜ୍ଞା କଲେ। Sien die hoofstukପବିତ୍ର ବାଇବଲ (Re-edited) - (BSI)38 ସଦାପ୍ରଭୁ ଯେଉଁ ଦିନ ସୀନୟ ପ୍ରାନ୍ତରସ୍ଥିତ ଇସ୍ରାଏଲ-ସନ୍ତାନଗଣକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ଆପଣା ଉପହାର ଦେବାକୁ ଆଜ୍ଞା ଦେଲେ, ସେହି ଦିନ ସୀନୟ ପର୍ବତରେ ମୋଶାଙ୍କୁ ଆଜ୍ଞା ଦେଲେ। Sien die hoofstukଓଡିଆ ବାଇବେଲ38 ସଦାପ୍ରଭୁ ଯେଉଁ ଦିନ ସୀନୟ ପ୍ରାନ୍ତରସ୍ଥିତ ଇସ୍ରାଏଲ ସନ୍ତାନଗଣକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ଆପଣା ଉପହାର ଦେବାକୁ ଆଜ୍ଞା ଦେଲେ, ସେହି ଦିନ ସୀନୟ ପର୍ବତରେ ମୋଶାଙ୍କୁ ଆଜ୍ଞା ଦେଲେ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ସଦାପ୍ରଭୁ ଯେଉଁ ଦିନ ସୀନୟ ପ୍ରାନ୍ତରସ୍ଥିତ ଇସ୍ରାଏଲ-ସନ୍ତାନଗଣକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ଆପଣା ଉପହାର ଦେବାକୁ ଆଜ୍ଞା ଦେଲେ, ସେହି ଦିନ ସୀନୟ ପର୍ବତରେ ମୋଶାଙ୍କୁ ଆଜ୍ଞା ଦେଲେ। Sien die hoofstuk |