ଲୂକ ଲିଖିତ ସୁସମାଚାର 1:1 - ପବିତ୍ର ବାଇବଲ1 ପ୍ରିୟ ଥିୟଫିଲ, ଅନେକ ଲୋକ ଆମ୍ଭମାନଙ୍କ ମଧ୍ୟରେ ଘଟି ଯାଇଥିବା ଘଟଣା ଗୁଡ଼ିକର ବିବରଣୀ ଲେଖିବା ପାଇଁ ଚେଷ୍ଟା କରିଛନ୍ତି। Sien die hoofstukପବିତ୍ର ବାଇବଲ (Re-edited) - (BSI)1 ଆରମ୍ଭାବଧି ଯେଉଁମାନେ ଚାକ୍ଷୁଷ ସାକ୍ଷୀ ଓ ବାକ୍ୟର ପରିଚାରକ, ସେମାନେ ଆମ୍ଭମାନଙ୍କୁ ସମର୍ପଣ କରିବା ଅନୁସାରେ, Sien die hoofstukଓଡିଆ ବାଇବେଲ1 ଆରମ୍ଭରୁ ଯେଉଁମାନେ ଚାକ୍ଷୁଷ ସାକ୍ଷୀ ଓ ବାକ୍ୟର ପରିଚାରକ, ସେମାନେ ଆମ୍ଭମାନଙ୍କୁ ସମର୍ପଣ କରିବା ଅନୁସାରେ, Sien die hoofstukପବିତ୍ର ବାଇବଲ (CL) NT (BSI)1 ଶ୍ରଦ୍ଧେୟ ଥିୟୋଫିଲସ୍, ଆମ ମଧ୍ୟରେ ଯାହା ଯାହା ଘଟିଛି, ତାହାର ବିବରଣୀ ଲେଖିବା ପାଇଁ ଅନେକେ ଯଥାସାଧ୍ୟ ଚେଷ୍ଟା କରିଛନ୍ତି। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆରମ୍ଭରୁ ଯେଉଁମାନେ ଚାକ୍ଷୁଷ ସାକ୍ଷୀ ଓ ବାକ୍ୟର ପରିଚାରକ, ସେମାନେ ଆମ୍ଭମାନଙ୍କୁ ସମର୍ପଣ କରିବା ଅନୁସାରେ, Sien die hoofstuk |