ଲୂକ ଲିଖିତ ସୁସମାଚାର 1:23 - ପବିତ୍ର ବାଇବଲ23 ଜିଖରିୟଙ୍କ ସେବାକାର୍ଯ୍ୟର ସମୟ ଶେଷ ହୋଇଯିବା ପରେ ସେ ଘରକୁ ଫେରିଗଲେ। Sien die hoofstukପବିତ୍ର ବାଇବଲ (Re-edited) - (BSI)23 ପରେ ତାଙ୍କ ସେବାପାଳିର ଦିନସବୁ ଶେଷ ହୁଅନ୍ତେ, ସେ ଆପଣା ଗୃହକୁ ପ୍ରସ୍ଥାନ କଲେ। Sien die hoofstukଓଡିଆ ବାଇବେଲ23 ପରେ ତାଙ୍କ ସେବାପାଳିର ଦିନସବୁ ଶେଷ ହୁଅନ୍ତେ, ସେ ଆପଣା ଘରକୁ ଗଲେ । Sien die hoofstukପବିତ୍ର ବାଇବଲ (CL) NT (BSI)23 ମନ୍ଦିରରେ ତାଙ୍କର ଉପାସନା ସମୟ ଶେଷ ହେବା ପରେ ଜିଖରିୟ ଗୃହକୁ ଫେରିଗଲେ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପରେ ତାହାଙ୍କ ସେବାପାଳିର ଦିନସବୁ ଶେଷ ହୁଅନ୍ତେ, ସେ ଆପଣା ଘରକୁ ଗଲେ। Sien die hoofstuk |