ଲୂକ ଲିଖିତ ସୁସମାଚାର 1:71 - ପବିତ୍ର ବାଇବଲ71 ସେ ଆମ୍ଭମାନଙ୍କୁ ଆମ୍ଭମାନଙ୍କର ଶତ୍ରୁମାନଙ୍କଠାରୁ ତଥା ଆମ୍ଭମାନଙ୍କୁ ଘୃଣା କରୁଥିବା ସମସ୍ତଙ୍କ ହାତରୁ ରକ୍ଷା କରିବାକୁ ପ୍ରତିଶ୍ରୁତି ଦେଇଥିଲେ। Sien die hoofstukପବିତ୍ର ବାଇବଲ (Re-edited) - (BSI)71 ସେପରି ଆମ୍ଭମାନଙ୍କ ଶତ୍ରୁମାନଙ୍କଠାରୁ ଓ ଆମ୍ଭମାନଙ୍କ ସମସ୍ତ ଘୃଣାକାରୀଙ୍କ ହସ୍ତରୁ ପରିତ୍ରାଣ ସାଧନ କରିଅଛନ୍ତି, Sien die hoofstukଓଡିଆ ବାଇବେଲ71 ସେପରି ଆମ୍ଭମାନଙ୍କ ଶତ୍ରୁମାନଙ୍କଠାରୁ ଓ ଆମ୍ଭମାନଙ୍କ ସମସ୍ତ ଘୃଣାକାରୀଙ୍କ ହସ୍ତରୁ ପରିତ୍ରାଣ ସାଧନ କରିଅଛନ୍ତି, Sien die hoofstukପବିତ୍ର ବାଇବଲ (CL) NT (BSI)71 ଶତ୍ରୁମାନଙ୍କ ହସ୍ତରୁ ଏବଂ ଯେଉଁମାନେ ଆମକୁ ଘୃଣା କରନ୍ତି, ସେମାନଙ୍କ କବଳରୁ ସେ ଆମକୁ ଉଦ୍ଧାର କରିବେ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT71 ସେପରି ଆମ୍ଭମାନଙ୍କ ଶତ୍ରୁମାନଙ୍କଠାରୁ ଓ ଆମ୍ଭମାନଙ୍କ ସମସ୍ତ ଘୃଣାକାରୀଙ୍କ ହସ୍ତରୁ ପରିତ୍ରାଣ ସାଧନ କରିଅଛନ୍ତି, Sien die hoofstuk |