ମାଥିଉ 1:16 - ପବିତ୍ର ବାଇବଲ16 ଯାକୁବ ଯୋଷେଫଙ୍କ ବାପା। ଯୋଷେଫ ମରିୟମଙ୍କ ସ୍ୱାମୀ। ମରିୟମଙ୍କ ଗର୍ଭରୁ ଯୀଶୁ ଜନ୍ମ ହେଲେ। ଯୀଶୁଙ୍କୁ ଖ୍ରୀଷ୍ଟ କୁହାଯାଏ। Sien die hoofstukପବିତ୍ର ବାଇବଲ (Re-edited) - (BSI)16 ମତ୍ତାନ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ ମରୀୟମଙ୍କ ସ୍ଵାମୀ ଯୋଷେଫଙ୍କୁ ଜନ୍ମ ଦେଲେ, ଏହି ମରୀୟମଙ୍କ ଗର୍ଭରୁ ଯୀଶୁ ଜନ୍ମ ହେଲେ, ତାହାଙ୍କୁ ଖ୍ରୀଷ୍ଟ କୁହାଯାଏ। Sien die hoofstukଓଡିଆ ବାଇବେଲ16 ମତ୍ତାନ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ ମରିୟମଙ୍କ ସ୍ୱାମୀ ଯୋଷେଫଙ୍କୁ ଜନ୍ମ ଦେଲେ, ଏହି ମରିୟମଙ୍କ ଗର୍ଭରୁ ଯୀଶୁ ଜନ୍ମ ହେଲେ, ତାହାଙ୍କୁ ଖ୍ରୀଷ୍ଟ କୁହାଯାଏ । Sien die hoofstukପବିତ୍ର ବାଇବଲ (CL) NT (BSI)16 ଏହି ଯୋସେଫ ମରିୟମଙ୍କୁ ବିବାହ କରିଥିଲେ। ମରିୟମଙ୍କ ଗର୍ଭରେ ଯୀଶୁ ଜନ୍ମ ଗ୍ରହଣ କଲେ। ଯୀଶୁଖ୍ରୀଷ୍ଟ ମସୀହ ନାମରେ ମଧ୍ୟ ପରିଚିତ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମତ୍ତାନ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ ମରୀୟମଙ୍କ ସ୍ୱାମୀ ଯୋଷେଫଙ୍କୁ ଜନ୍ମ ଦେଲେ, ଏହି ମରୀୟମଙ୍କ ଗର୍ଭରୁ ଯୀଶୁ ଜନ୍ମ ହେଲେ, ତାହାଙ୍କୁ ଖ୍ରୀଷ୍ଟ କୁହାଯାଏ। Sien die hoofstuk |