Aanlyn Bybel

- Advertensies -




ମାଥିଉ 1:19 - ପବିତ୍ର ବାଇବଲ

19 କିନ୍ତୁ ତାଙ୍କର ଭାବୀପତି ଯୋଷେଫ ଜଣେ ଧାର୍ମିକ ଲୋକ ଥିଲେ। ଲୋକମାନଙ୍କ ଆଗରେ ମରିୟମଙ୍କୁ ଅପମାନ କରିବା ସେ ଗ୍ଭହୁଁ ନ ଥିଲେ। ସେ ତାହାଙ୍କୁ ଛାଡ଼ପତ୍ର ଦେବା ପାଇଁ ଗୋପନରେ ଯୋଜନା କଲେ।

Sien die hoofstuk Kopieer

ପବିତ୍ର ବାଇବଲ (Re-edited) - (BSI)

19 ଏଥିରେ ତାଙ୍କ ସ୍ଵାମୀ ଯୋଷେଫ ଧାର୍ମିକ ଥିବାରୁ ଏବଂ ତାଙ୍କୁ ପ୍ରକାଶରେ ନିନ୍ଦାର ପାତ୍ର କରିବାକୁ ଇଚ୍ଛା ନ କରିବାରୁ ଗୋପନରେ ତାଙ୍କୁ ପରିତ୍ୟାଗ କରିବାକୁ ସ୍ଥିର କଲେ।

Sien die hoofstuk Kopieer

ଓଡିଆ ବାଇବେଲ

19 ଏଥିରେ ତାହାଙ୍କ ସ୍ୱାମୀ ଯୋଷେଫ ଧାର୍ମିକ ଥିବାରୁ ଏବଂ ତାହାଙ୍କୁ ପ୍ରକାଶରେ ନିନ୍ଦାର ପାତ୍ର କରିବାକୁ ଇଚ୍ଛା ନ କରିବାରୁ ଗୋପନରେ ତାହାଙ୍କୁ ପରିତ୍ୟାଗ କରିବାକୁ ସ୍ଥିର କଲେ ।

Sien die hoofstuk Kopieer

ପବିତ୍ର ବାଇବଲ (CL) NT (BSI)

19 ଯୋସେଫ ସବୁବେଳେ ନ୍ୟାୟସଙ୍ଗତ କାର୍ଯ୍ୟ କରୁଥିଲେ। ଅତଏବ ମରିୟମଙ୍କୁ ଲୋକନିନ୍ଦାରୁ ରକ୍ଷା କରିବାଲାଗି ଗୁପ୍ତରେ ନିର୍ବନ୍ଧଟିକୁ ଭାଙ୍ଗିଦେବା ପାଇଁ ଉପାୟ ପାଞ୍ôଚଲେ।

Sien die hoofstuk Kopieer

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏଥିରେ ତାହାଙ୍କ ସ୍ୱାମୀ ଯୋଷେଫ ଧାର୍ମିକ ଥିବାରୁ ଏବଂ ତାହାଙ୍କୁ ପ୍ରକାଶରେ ନିନ୍ଦାର ପାତ୍ର କରିବାକୁ ଇଚ୍ଛା ନ କରିବାରୁ ଗୋପନରେ ତାହାଙ୍କୁ ପରିତ୍ୟାଗ କରିବାକୁ ସ୍ଥିର କଲେ।

Sien die hoofstuk Kopieer




ମାଥିଉ 1:19

Volg ons:

Advertensies


Advertensies