ମୀଖା 1:11 - ପବିତ୍ର ବାଇବଲ11 ହେ ଶାଫୀର ନିବାସୀଗଣ, ଉଲଗ୍ନ ଓ ଲଜ୍ଜିତ ହୋଇ ତୁମ୍ଭମାନଙ୍କର ରାସ୍ତା ଅତିକ୍ରମ କର। ହେ ସାନନ ନିବାସୀଗଣ, ତୁମ୍ଭେମାନେ ବାହାରକୁ ବାହାରିବ ନାହିଁ। ହେ ବୈଥେତ୍ସଲର ନିବାସୀଗଣ, ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ସୁରକ୍ଷା କାଢ଼ି ନିଆ ହେବା ପରି ତୁମ୍ଭେମାନେ ଶୋକ କରିବ। Sien die hoofstukପବିତ୍ର ବାଇବଲ (Re-edited) - (BSI)11 ହେ ଶାଫୀର ନିବାସିନୀ, ତୁମ୍ଭେ ଉଲଙ୍ଗ ଓ ଲଜ୍ଜିତ ହୋଇ ଚାଲିଯାଅ; ସାନନ ନିବାସିନୀ ବାହାର ହୋଇ ଆସି ନାହିଁ; ବୈଥେତ୍ସଲର ବିଳାପ ତୁମ୍ଭମାନଙ୍କଠାରୁ ତାହାର ଅବଲମ୍ଵନ ହରଣ କରିବ। Sien die hoofstukଓଡିଆ ବାଇବେଲ11 ହେ ଶାଫୀର ନିବାସିନୀ, ତୁମ୍ଭେ ଉଲଙ୍ଗ ଓ ଲଜ୍ଜିତ ହୋଇ ଚାଲିଯାଅ; ସାନନ ନିବାସିନୀ ବାହାର ହୋଇ ଆସି ନାହିଁ; ବେଥ୍-ସେଲର ବିଳାପ ତୁମ୍ଭମାନଙ୍କଠାରୁ ତାହାର ଅବଲମ୍ବନ ହରଣ କରିବ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ହେ ଶାଫୀର ନିବାସିନୀ, ତୁମ୍ଭେ ଉଲଙ୍ଗ ଓ ଲଜ୍ଜିତ ହୋଇ ଚାଲିଯାଅ; ସାନନ ନିବାସିନୀ ବାହାର ହୋଇ ଆସି ନାହିଁ; ବେଥ୍-ସେଲର ବିଳାପ ତୁମ୍ଭମାନଙ୍କଠାରୁ ତାହାର ଅବଲମ୍ବନ ହରଣ କରିବ। Sien die hoofstuk |