Aanlyn Bybel

- Advertensies -




ମୀଖା 1:16 - ପବିତ୍ର ବାଇବଲ

16 ଏଥିପାଇଁ ତୁମ୍ଭେମାନେ ତୁମ୍ଭର ମସ୍ତକକୁ ଲଣ୍ତା କର। ତୁମ୍ଭର ପ୍ରିୟ ସନ୍ତାନମାନଙ୍କ ପାଇଁ ବିଳାପ କର, ଶାଗୁଣା ପକ୍ଷୀ ପରି ମସ୍ତକ ମୁଣ୍ତନ କରି ତୁମ୍ଭର ଦୁଃଖ ଭାବକୁ ଦେଖାଅ କାରଣ ତୁମ୍ଭର ସନ୍ତାନମାନଙ୍କୁ ତୁମ୍ଭଠାରୁ କାଢ଼ି ନିଆଯିବ।

Sien die hoofstuk Kopieer

ପବିତ୍ର ବାଇବଲ (Re-edited) - (BSI)

16 ତୁମ୍ଭେ ଆପଣାର ଆହ୍ଲାଦଜନକ ସନ୍ତାନଗଣ ନିମନ୍ତେ ମସ୍ତକ ମୁଣ୍ତନ କର ଓ କେଶ କାଟି ପକାଅ; ଶାଗୁଣା ପରି ଆପଣାର କେଶ-ଶୂନ୍ୟତା ବୃଦ୍ଧି କର; କାରଣ ସେମାନେ ତୁମ୍ଭ ନିକଟରୁ ନିର୍ବାସିତ ହୋଇ ଯାଇଅଛନ୍ତି।

Sien die hoofstuk Kopieer

ଓଡିଆ ବାଇବେଲ

16 ତୁମ୍ଭେ ଆପଣାର ଆହ୍ଲାଦଜନକ ସନ୍ତାନଗଣ ନିମନ୍ତେ ମସ୍ତକ ମୁଣ୍ଡନ କର ଓ କେଶ କାଟି ପକାଅ; ଶାଗୁଣା ପରି ଆପଣାର କେଶ-ଶୂନ୍ୟତା ବୃଦ୍ଧି କର; କାରଣ ସେମାନେ ତୁମ୍ଭ ନିକଟରୁ ନିର୍ବାସିତ ହୋଇ ଯାଇଅଛନ୍ତି।

Sien die hoofstuk Kopieer

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତୁମ୍ଭେ ଆପଣାର ଆହ୍ଲାଦଜନକ ସନ୍ତାନଗଣ ନିମନ୍ତେ ମସ୍ତକ ମୁଣ୍ଡନ କର ଓ କେଶ କାଟି ପକାଅ; ଶାଗୁଣା ପରି ଆପଣାର କେଶ-ଶୂନ୍ୟତା ବୃଦ୍ଧି କର; କାରଣ ସେମାନେ ତୁମ୍ଭ ନିକଟରୁ ନିର୍ବାସିତ ହୋଇ ଯାଇଅଛନ୍ତି।

Sien die hoofstuk Kopieer




ମୀଖା 1:16

Volg ons:

Advertensies


Advertensies