ଗଣନା ପୁସ୍ତକ 1:45 - ପବିତ୍ର ବାଇବଲ45 ଏହିରୂପେ ଇସ୍ରାଏଲର ସମସ୍ତ ଲୋକ କୋଡ଼ିଏ ବର୍ଷ ଏବଂ ତହିଁରୁ ଅଧିକ ସନ୍ତାନଗଣ ନିଜ ନିଜ ପିତୃଗୃହ ଅନୁସାରେ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବା ଯୋଗ୍ୟ, ସେମାନଙ୍କର ତାଲିକାଭୁକ୍ତ କରାଗଲା। Sien die hoofstukପବିତ୍ର ବାଇବଲ (Re-edited) - (BSI)45 ଏହିରୂପେ ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ପିତୃ-ଗୃହାନୁସାରେ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନେ ଗଣିତ ହେଲେ। Sien die hoofstukଓଡିଆ ବାଇବେଲ45 ଏହିରୂପେ ଇସ୍ରାଏଲ ସନ୍ତାନଗଣ ଆପଣା ଆପଣା ପିତୃଗୃହାନୁସାରେ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନେ ଗଣିତ ହେଲେ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ଏହିରୂପେ ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ପିତୃଗୃହାନୁସାରେ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନେ ଗଣିତ ହେଲେ। Sien die hoofstuk |