ଗଣନା ପୁସ୍ତକ 10:28 - ପବିତ୍ର ବାଇବଲ28 ଏହି କ୍ରମରେ ଇସ୍ରାଏଲ ଲୋକମାନଙ୍କର ଯାତ୍ରା ସେମାନଙ୍କର ବର୍ଗ ଅନୁସାରେ ହେଲା ଓ ସେମାନେ ଅଗ୍ରସର ହେଲେ। Sien die hoofstukପବିତ୍ର ବାଇବଲ (Re-edited) - (BSI)28 ଏହିରୂପେ ଇସ୍ରାଏଲ ସନ୍ତାନଗଣର ଯାତ୍ରା ସେମାନଙ୍କ ସୈନ୍ୟାନୁସାରେ ହେଲା ଓ ସେମାନେ ଅଗ୍ରସର ହେଲେ। Sien die hoofstukଓଡିଆ ବାଇବେଲ28 ଏହିରୂପେ ଇସ୍ରାଏଲ ସନ୍ତାନଗଣଙ୍କର ଯାତ୍ରା ସେମାନଙ୍କ ସୈନ୍ୟାନୁସାରେ ହେଲା ଓ ସେମାନେ ଅଗ୍ରସର ହେଲେ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଏହିରୂପେ ଇସ୍ରାଏଲ-ସନ୍ତାନଗଣଙ୍କର ଯାତ୍ରା ସେମାନଙ୍କ ସୈନ୍ୟାନୁସାରେ ହେଲା ଓ ସେମାନେ ଅଗ୍ରସର ହେଲେ। Sien die hoofstuk |