ଗଣନା ପୁସ୍ତକ 10:7 - ପବିତ୍ର ବାଇବଲ7 ଲୋକମାନଙ୍କୁ ଏକତ୍ରିତ କରିବା ସମୟରେ ତୁମ୍ଭେମାନେ ଲଗାତର ଅଧା ସ୍ୱର ନୁହଁ, ଦୀର୍ଘସ୍ୱର କରି ତୂରୀ ବଜାଇବ। Sien die hoofstukପବିତ୍ର ବାଇବଲ (Re-edited) - (BSI)7 ସମାଜକୁ ଏକତ୍ର କରିବା ସମୟରେ ତୁମ୍ଭେମାନେ ତୂରୀ ବଜାଇବ, ମାତ୍ର ରଣତୂରୀ ବଜାଇବ ନାହିଁ। Sien die hoofstukଓଡିଆ ବାଇବେଲ7 ସମାଜକୁ ଏକତ୍ର କରିବା ସମୟରେ ତୁମ୍ଭେମାନେ ତୂରୀ ବଜାଇବ, ମାତ୍ର ରଣତୂରୀ ବଜାଇବ ନାହିଁ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସମାଜକୁ ଏକତ୍ର କରିବା ସମୟରେ ତୁମ୍ଭେମାନେ ତୂରୀ ବଜାଇବ, ମାତ୍ର ରଣତୂରୀ ବଜାଇବ ନାହିଁ। Sien die hoofstuk |