ଗଣନା ପୁସ୍ତକ 11:9 - ପବିତ୍ର ବାଇବଲ9 ରାତ୍ରିରେ ଛାଉଣି ଉପରେ କାକର ପଡ଼ିଲାବେଳେ ତା’ ସହିତ ମାନ୍ନା ଝଡିଲା। Sien die hoofstukପବିତ୍ର ବାଇବଲ (Re-edited) - (BSI)9 ରାତ୍ରିରେ ଛାଉଣି ଉପରେ କାକର ପଡ଼ିଲା ବେଳେ ସେହି ମାନ୍ନା ତହିଁ ସଙ୍ଗରେ ପଡ଼ିଲା। Sien die hoofstukଓଡିଆ ବାଇବେଲ9 ରାତ୍ରିରେ ଛାଉଣି ଉପରେ କାକର ପଡ଼ିଲା ସମୟରେ ସେହି ମାନ୍ନା ତହିଁ ସଙ୍ଗରେ ପଡ଼ିଲା। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ରାତ୍ରିରେ ଛାଉଣି ଉପରେ କାକର ପଡ଼ିଲା ସମୟରେ ସେହି ମାନ୍ନା ତହିଁ ସଙ୍ଗରେ ପଡ଼ିଲା। Sien die hoofstuk |