ଗଣନା ପୁସ୍ତକ 12:7 - ପବିତ୍ର ବାଇବଲ7 ମାତ୍ର ମୋଶା ମୋର ସେବକ, ସେପରି ନୁହେଁ। ସେ ହିଁ ମୋର ସମଗ୍ର ଗୃହରେ ଜଣେ ସବୁଠାରୁ ବିଶ୍ୱସ୍ତ ଅଟେ। Sien die hoofstukପବିତ୍ର ବାଇବଲ (Re-edited) - (BSI)7 ଆମ୍ଭର ସେବକ ମୋଶା ତଦ୍ରୂପ ନୁହେଁ; ସେ ଆମ୍ଭର ସମସ୍ତ ଗୃହ ମଧ୍ୟରେ ବିଶ୍ଵାସପାତ୍ର ଅଟେ। Sien die hoofstukଓଡିଆ ବାଇବେଲ7 ଆମ୍ଭର ସେବକ ମୋଶା ତଦ୍ରୂପ ନୁହେଁ; ସେ ଆମ୍ଭର ସମସ୍ତ ଗୃହ ମଧ୍ୟରେ ବିଶ୍ୱାସପାତ୍ର ଅଟେ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆମ୍ଭର ସେବକ ମୋଶା ତଦ୍ରୂପ ନୁହେଁ; ସେ ଆମ୍ଭର ସମସ୍ତ ଗୃହ ମଧ୍ୟରେ ବିଶ୍ୱାସପାତ୍ର ଅଟେ। Sien die hoofstuk |