Aanlyn Bybel

- Advertensies -




ଗଣନା ପୁସ୍ତକ 13:32 - ପବିତ୍ର ବାଇବଲ

32 ଏହିରୂପେ ସେମାନେ ଯେଉଁ ଦେଶ ଅନୁସନ୍ଧାନ କରିଥିଲେ ଇସ୍ରାଏଲର ଲୋକମାନଙ୍କ ନିକଟରେ ସେହି ଦେଶର ଅଖ୍ୟାତି କରି କହିଲେ, “ଯେଉଁ ଦେଶର ମଧ୍ୟଦେଇ ଆମ୍ଭେମାନେ ଯାତ୍ରା କଲୁ, ତାହା ନିଜର ଅଧିବାସୀମାନଙ୍କୁ ଗ୍ରାସ କଲା। ଆମ୍ଭେମାନେ ଯେତେ ଲୋକଙ୍କୁ ସେଠାରେ ଦେଖିଲୁ ସେମାନେ ବଡ଼ ଡେଙ୍ଗା।

Sien die hoofstuk Kopieer

ପବିତ୍ର ବାଇବଲ (Re-edited) - (BSI)

32 ଏହିରୂପେ ସେମାନେ ଯେଉଁ ଦେଶ ଅନୁସନ୍ଧାନ କରିଥିଲେ, ଇସ୍ରାଏଲ-ସନ୍ତାନଗଣ ନିକଟରେ ସେହି ଦେଶର ଅଖ୍ୟାତି କରି କହିଲେ, ଆମ୍ଭେମାନେ ଯେଉଁ ଦେଶର ମଧ୍ୟଦେଇ ଅନୁସନ୍ଧାନ କରିବାକୁ ଯାଇଥିଲୁ, ସେହି ଦେଶ ସ୍ଵନିବାସୀମାନଙ୍କୁ ଗ୍ରାସ କରେ, ପୁଣି ତହିଁ ମଧ୍ୟରେ ଆମ୍ଭେମାନେ ଯେତେ ଲୋକଙ୍କୁ ଦେଖିଲୁ, ସେମାନେ ବଡ଼ ଡେଙ୍ଗା।

Sien die hoofstuk Kopieer

ଓଡିଆ ବାଇବେଲ

32 ଏହିରୂପେ ସେମାନେ ଯେଉଁ ଦେଶ ଅନୁସନ୍ଧାନ କରିଥିଲେ, ଇସ୍ରାଏଲ ସନ୍ତାନଗଣ ନିକଟରେ ସେହି ଦେଶର ଅଖ୍ୟାତି କରି କହିଲେ, “ଆମ୍ଭେମାନେ ଯେଉଁ ଦେଶର ମଧ୍ୟଦେଇ ଅନୁସନ୍ଧାନ କରିବାକୁ ଯାଇଥିଲୁ, ସେହି ଦେଶ ସ୍ୱନିବାସୀମାନଙ୍କୁ ଗ୍ରାସ କରେ, ପୁଣି, ତହିଁ ମଧ୍ୟରେ ଆମ୍ଭେମାନେ ଯେତେ ଲୋକଙ୍କୁ ଦେଖିଲୁ, ସେମାନେ ବଡ଼ ଡେଙ୍ଗା।

Sien die hoofstuk Kopieer

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଏହିରୂପେ ସେମାନେ ଯେଉଁ ଦେଶ ଅନୁସନ୍ଧାନ କରିଥିଲେ, ଇସ୍ରାଏଲ-ସନ୍ତାନଗଣ ନିକଟରେ ସେହି ଦେଶର ଅଖ୍ୟାତି କରି କହିଲେ, “ଆମ୍ଭେମାନେ ଯେଉଁ ଦେଶର ମଧ୍ୟଦେଇ ଅନୁସନ୍ଧାନ କରିବାକୁ ଯାଇଥିଲୁ, ସେହି ଦେଶ ସ୍ୱନିବାସୀମାନଙ୍କୁ ଗ୍ରାସ କରେ, ପୁଣି, ତହିଁ ମଧ୍ୟରେ ଆମ୍ଭେମାନେ ଯେତେ ଲୋକଙ୍କୁ ଦେଖିଲୁ, ସେମାନେ ବଡ଼ ଡେଙ୍ଗା।

Sien die hoofstuk Kopieer




ଗଣନା ପୁସ୍ତକ 13:32

Volg ons:

Advertensies


Advertensies