ଗଣନା ପୁସ୍ତକ 14:23 - ପବିତ୍ର ବାଇବଲ23 ସେମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ଏମାନଙ୍କ ମଧ୍ୟରୁ କେହି ସେ ଦେଶ ଦେଖି ପାରିବେ ନାହିଁ। କାରଣ ସେମାନେ ମୋତେ ଅବଜ୍ଞା କରିଛନ୍ତି, ତେଣୁ ସେମାନଙ୍କ ମଧ୍ୟରୁ କେହି ତାହା ଦେଖିବେ ନାହିଁ। Sien die hoofstukପବିତ୍ର ବାଇବଲ (Re-edited) - (BSI)23 ସେମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ନିଶ୍ଚୟ ଏମାନଙ୍କ ମଧ୍ୟରୁ କେହି ସେହି ଦେଶ ଦେଖି ପାରିବ ନାହିଁ; କିଅବା ଯେଉଁମାନେ ଆମ୍ଭଙ୍କୁ ଅବଜ୍ଞା କରିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ତାହା ଦେଖିବ ନାହିଁ ; Sien die hoofstukଓଡିଆ ବାଇବେଲ23 ସେମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ନିଶ୍ଚୟ ଏମାନଙ୍କ ମଧ୍ୟରୁ କେହି ସେହି ଦେଶ ଦେଖି ପାରିବେ ନାହିଁ; କିଅବା ଯେଉଁମାନେ ଆମ୍ଭଙ୍କୁ ଅବଜ୍ଞା କରିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ତାହା ଦେଖିବ ନାହିଁ; Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ନିଶ୍ଚୟ ଏମାନଙ୍କ ମଧ୍ୟରୁ କେହି ସେହି ଦେଶ ଦେଖି ପାରିବେ ନାହିଁ; କିଅବା ଯେଉଁମାନେ ଆମ୍ଭଙ୍କୁ ଅବଜ୍ଞା କରିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ତାହା ଦେଖିବ ନାହିଁ; Sien die hoofstuk |