ଗଣନା ପୁସ୍ତକ 14:43 - ପବିତ୍ର ବାଇବଲ43 ଯେହେତୁ ଅମାଲେକୀୟ ଓ କିଣାନୀୟ ଲୋକମାନେ ସେଠାରେ ଅଛନ୍ତି, ତୁମ୍ଭେମାନେ ଖଡ଼୍ଗରେ ନିହତ ହେବ। ତୁମ୍ଭେମାନେ ସଦାପ୍ରଭୁଙ୍କ ବିଶ୍ୱାସଠାରୁ ବିମୁଖ ହେବାରୁ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ ନାହିଁ।” Sien die hoofstukପବିତ୍ର ବାଇବଲ (Re-edited) - (BSI)43 ଯେହେତୁ ଅମାଲେକୀୟ ଓ କିଣାନୀୟ ଲୋକମାନେ ସେଠାରେ ତୁମ୍ଭମାନଙ୍କ ସମ୍ମୁଖରେ ଅଛନ୍ତି ଓ ତୁମ୍ଭେମାନେ ଖଡ଼୍ଟରେ ପତିତ ହେବ; ତୁମ୍ଭେମାନେ ସଦାପ୍ରଭୁଙ୍କଠାରୁ ବିମୁଖ ହେବାରୁ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ ନାହିଁ। Sien die hoofstukଓଡିଆ ବାଇବେଲ43 ଯେହେତୁ ଅମାଲେକୀୟ ଓ କିଣାନୀୟ ଲୋକମାନେ ସେଠାରେ ତୁମ୍ଭମାନଙ୍କ ସମ୍ମୁଖରେ ଅଛନ୍ତି ଓ ତୁମ୍ଭେମାନେ ଖଡ୍ଗରେ ପତିତ ହେବ; ତୁମ୍ଭେମାନେ ସଦାପ୍ରଭୁଙ୍କଠାରୁ ବିମୁଖ ହେବାରୁ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ ନାହିଁ।” Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ଯେହେତୁ ଅମାଲେକୀୟ ଓ କିଣାନୀୟ ଲୋକମାନେ ସେଠାରେ ତୁମ୍ଭମାନଙ୍କ ସମ୍ମୁଖରେ ଅଛନ୍ତି ଓ ତୁମ୍ଭେମାନେ ଖଡ୍ଗରେ ପତିତ ହେବ; ତୁମ୍ଭେମାନେ ସଦାପ୍ରଭୁଙ୍କଠାରୁ ବିମୁଖ ହେବାରୁ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ ନାହିଁ।” Sien die hoofstuk |