Aanlyn Bybel

- Advertensies -




ଗଣନା ପୁସ୍ତକ 17:6 - ପବିତ୍ର ବାଇବଲ

6 ଯେତେବେଳେ ମୋଶା ଇସ୍ରାଏଲର ଲୋକମାନଙ୍କୁ କହିଲେ, ସେମାନଙ୍କର ପିତୃଗୃହ ଅନୁସାରେ ସେମାନଙ୍କର ନେତୃବର୍ଗମାନେ ପ୍ରତ୍ୟେକ ଗୋଟିଏ ଗୋଟିଏ ଆଶାବାଡ଼ି ନେଲେ। ଏହିରୂପେ ସେମାନେ ବାରଟି ଆଶାବାଡ଼ି ତାକୁ ଦେଲେ। ସେଥି ମଧ୍ୟରେ ହାରୋଣଙ୍କର ଏକ ଆଶାବାଡ଼ି ଥିଲା।

Sien die hoofstuk Kopieer

ପବିତ୍ର ବାଇବଲ (Re-edited) - (BSI)

6 ଏଥିରେ ମୋଶା ଇସ୍ରାଏଲ-ସନ୍ତାନଗଣକୁ କହନ୍ତେ, ସେମାନଙ୍କର ଅଧ୍ୟକ୍ଷ ସମସ୍ତେ ଆପଣା ଆପଣା ପିତୃଗୃହ ଅନୁସାରେ ପ୍ରତ୍ୟେକ ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି, ଏରୂପେ ବାର ଯଷ୍ଟି ତାଙ୍କୁ ଦେଲେ; ପୁଣି ହାରୋଣଙ୍କର ଯଷ୍ଟି ସେମାନଙ୍କ ଯଷ୍ଟିସକଳର ମଧ୍ୟରେ ଥିଲା।

Sien die hoofstuk Kopieer

ଓଡିଆ ବାଇବେଲ

6 ଏଥିରେ ମୋଶା ଇସ୍ରାଏଲ ସନ୍ତାନଗଣକୁ କହନ୍ତେ, ସେମାନଙ୍କର ଅଧ୍ୟକ୍ଷ ସମସ୍ତେ ଆପଣା ଆପଣା ପିତୃଗୃହ ଅନୁସାରେ ପ୍ରତ୍ୟେକ ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି, ଏହିରୂପେ ବାର ଯଷ୍ଟି ତାଙ୍କୁ ଦେଲେ; ପୁଣି, ହାରୋଣଙ୍କର ଯଷ୍ଟି ସେମାନଙ୍କ ଯଷ୍ଟିସକଳର ମଧ୍ୟରେ ଥିଲା।

Sien die hoofstuk Kopieer

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଥିରେ ମୋଶା ଇସ୍ରାଏଲ-ସନ୍ତାନଗଣକୁ କହନ୍ତେ, ସେମାନଙ୍କର ଅଧ୍ୟକ୍ଷ ସମସ୍ତେ ଆପଣା ଆପଣା ପିତୃଗୃହ ଅନୁସାରେ ପ୍ରତ୍ୟେକ ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି, ଏହିରୂପେ ବାର ଯଷ୍ଟି ତାଙ୍କୁ ଦେଲେ; ପୁଣି, ହାରୋଣଙ୍କର ଯଷ୍ଟି ସେମାନଙ୍କ ଯଷ୍ଟିସକଳର ମଧ୍ୟରେ ଥିଲା।

Sien die hoofstuk Kopieer




ଗଣନା ପୁସ୍ତକ 17:6

Volg ons:

Advertensies


Advertensies