ଗଣନା ପୁସ୍ତକ 18:8 - ପବିତ୍ର ବାଇବଲ8 ତା'ପରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ମୋତେ ଦିଆଯାଇଥିବା ଉପହାରର ଦାୟୀତ୍ୱ ମୁଁ ତୁମ୍ଭକୁ ଦେଲି। ତୁମ୍ଭକୁ ଓ ତୁମ୍ଭର ବଂଶଧରମାନଙ୍କୁ ମୁଁ ଦେଉଥିବା ପବିତ୍ର ଦ୍ରବ୍ୟ ସେମାନଙ୍କର ଚିରସ୍ଥାୟୀ ଅଂଶ ହେବ। Sien die hoofstukପବିତ୍ର ବାଇବଲ (Re-edited) - (BSI)8 ଅନନ୍ତର ସଦାପ୍ରଭୁ ହାରୋଣଙ୍କୁ କହିଲେ, ଆହୁରି ଆମ୍ଭେ, ଦେଖ, ଆମ୍ଭେ ଆପଣା ଉତ୍ତୋଳନୀୟ ଉପହାର, ଅର୍ଥାତ୍, ଇସ୍ରାଏଲ-ସନ୍ତାନଗଣର ସମସ୍ତ ପବିତ୍ରୀକୃତ ଦ୍ରବ୍ୟର ଭାର ତୁମ୍ଭଙ୍କୁ ଦେଲୁ, ତୁମ୍ଭର ଅଭିଷେକ ହେତୁରୁ ତୁମ୍ଭକୁ ଓ ତୁମ୍ଭର ସନ୍ତାନଗଣକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ତାହାସବୁ ଦେଲୁ। Sien die hoofstukଓଡିଆ ବାଇବେଲ8 ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ଆହୁରି ଆମ୍ଭେ, ଦେଖ, ଆମ୍ଭେ ଆପଣା ଉତ୍ତୋଳନୀୟ ଉପହାର, ଅର୍ଥାତ୍, ଇସ୍ରାଏଲ ସନ୍ତାନଗଣର ସମସ୍ତ ପବିତ୍ରୀକୃତ ଦ୍ରବ୍ୟର ଭାର ତୁମ୍ଭଙ୍କୁ ଦେଲୁ, ତୁମ୍ଭର ଅଭିଷେକ ସକାଶୁ ତୁମ୍ଭକୁ ଓ ତୁମ୍ଭର ସନ୍ତାନଗଣକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ତାହାସବୁ ଦେଲୁ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ଆହୁରି ଆମ୍ଭେ, ଦେଖ, ଆମ୍ଭେ ଆପଣା ଉତ୍ତୋଳନୀୟ ଉପହାର, ଅର୍ଥାତ୍, ଇସ୍ରାଏଲ-ସନ୍ତାନଗଣର ସମସ୍ତ ପବିତ୍ରୀକୃତ ଦ୍ରବ୍ୟର ଭାର ତୁମ୍ଭଙ୍କୁ ଦେଲୁ, ତୁମ୍ଭର ଅଭିଷେକ ସକାଶୁ ତୁମ୍ଭକୁ ଓ ତୁମ୍ଭର ସନ୍ତାନଗଣକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ତାହାସବୁ ଦେଲୁ। Sien die hoofstuk |