ଗଣନା ପୁସ୍ତକ 2:3 - ପବିତ୍ର ବାଇବଲ3 “ଯିହୁଦାର ବିଭାଗ ଛାଉଣି ସ୍ଥାପନ କରିବେ ତାଙ୍କ ଧ୍ୱଜା ସହିତ ପୂର୍ବଦିଗର ସୂର୍ଯ୍ୟଦୋୟ ଆଡ଼େ, ପୁଣି ଅମ୍ମୀନାଦବର ପୁତ୍ର ନହଶୋନ ଯିହୁଦାର ଲୋକମାନଙ୍କର ନେତା ହେବ। Sien die hoofstukପବିତ୍ର ବାଇବଲ (Re-edited) - (BSI)3 ଯେଉଁମାନେ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଆପଣା ଆପଣା ସୈନ୍ୟାନୁସାରେ ଛାଉଣି ସ୍ଥାପନ କରିବେ, ସେମାନେ ଯିହୁଦା-ଧ୍ଵଜାର ପଶ୍ଚାଦ୍ଗାମୀ ଲୋକ; ପୁଣି ଅମ୍ମୀନାଦବର ପୁତ୍ର ନହଶୋନ ଯିହୁଦା-ସନ୍ତାନଗଣର ଅଧିପତି ହେବ; Sien die hoofstukଓଡିଆ ବାଇବେଲ3 ଯେଉଁମାନେ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଆପଣା ଆପଣା ସୈନ୍ୟାନୁସାରେ ଛାଉଣି ସ୍ଥାପନ କରିବେ, ସେମାନେ ଯିହୁଦା-ଧ୍ୱଜାର ପଶ୍ଚାଦ୍ଗାମୀ ଲୋକ; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ଯିହୂଦା-ସନ୍ତାନଗଣର ଅଧିପତି ହେବ; Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯେଉଁମାନେ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଆପଣା ଆପଣା ସୈନ୍ୟାନୁସାରେ ଛାଉଣି ସ୍ଥାପନ କରିବେ, ସେମାନେ ଯିହୁଦା-ଧ୍ୱଜାର ପଶ୍ଚାଦ୍ଗାମୀ ଲୋକ; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ଯିହୁଦା-ସନ୍ତାନଗଣର ଅଧିପତି ହେବ; Sien die hoofstuk |