ଗଣନା ପୁସ୍ତକ 21:27 - ପବିତ୍ର ବାଇବଲ27 ଏଥିନିମନ୍ତେ କବିମାନେ କହନ୍ତି, “ତୁମ୍ଭେମାନେ ହିଷ୍ବୋନକୁ ଆସ, ସୀହୋନ ନଗର ନିର୍ମିତ ହେଉ ଓ ଦୃଢ଼ିଭୂତ ହେଉ। Sien die hoofstukପବିତ୍ର ବାଇବଲ (Re-edited) - (BSI)27 ଏନିମନ୍ତେ କବିମାନେ କହନ୍ତି, “ତୁମ୍ଭେମାନେ ହିଷ୍ବୋନ୍କୁ ଆସ, ସୀହୋନର ନଗର ନିର୍ମିତ ଓ ଦୃଢ଼ୀକୃତ ହେଉ; Sien die hoofstukଓଡିଆ ବାଇବେଲ27 ଏନିମନ୍ତେ କବିମାନେ କହନ୍ତି, “ତୁମ୍ଭେମାନେ ହିଷ୍ବୋନକୁ ଆସ, ସୀହୋନର ନଗର ନିର୍ମିତ ଓ ଦୃଢ଼ୀକୃତ ହେଉ; Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏନିମନ୍ତେ କବିମାନେ କହନ୍ତି, “ତୁମ୍ଭେମାନେ ହିଷ୍ବୋନକୁ ଆସ, ସୀହୋନର ନଗର ନିର୍ମିତ ଓ ଦୃଢ଼ୀକୃତ ହେଉ; Sien die hoofstuk |