ଗଣନା ପୁସ୍ତକ 21:5 - ପବିତ୍ର ବାଇବଲ5 ତହିଁରେ ଲୋକମାନେ ପରମେଶ୍ୱର ଓ ମୋଶାଙ୍କ ବିରୁଦ୍ଧରେ ଅଭିଯୋଗ କଲେ ଏବଂ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ଏହି ମରୁଭୂମିରେ ମାରିବାକୁ ମିଶର ଦେଶରୁ ବାହାର କରି ଆଣିଲ? ଏଠାରେ ରୋଟୀ ନାହିଁ କି ଜଳ ନାହିଁ। ଆମ୍ଭେମାନେ ଏହି ଅଖାଦ୍ୟକୁ ଘୃଣା କରୁ।” Sien die hoofstukପବିତ୍ର ବାଇବଲ (Re-edited) - (BSI)5 ତହିଁରେ ଲୋକମାନେ ପରମେଶ୍ଵରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, କିହେତୁ ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ? ଦେଖ, ଏଠାରେ ରୋଟୀ ନାହିଁ ଓ ଜଳ ନାହିଁ; ପୁଣି ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ। Sien die hoofstukଓଡିଆ ବାଇବେଲ5 ତହିଁରେ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ ?” ଦେଖ, ଏଠାରେ ରୁଟି ନାହିଁ ଓ ଜଳ ନାହିଁ; ପୁଣି, ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହିଁରେ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ?” ଦେଖ, ଏଠାରେ ରୁଟି ନାହିଁ ଓ ଜଳ ନାହିଁ; ପୁଣି, ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ। Sien die hoofstuk |