Aanlyn Bybel

- Advertensies -




ଗଣନା ପୁସ୍ତକ 22:14 - ପବିତ୍ର ବାଇବଲ

14 ତେଣୁ ମୋୟାବର ଅଧିପତିମାନେ ବାଲାକଙ୍କ ନିକଟକୁ ଯାଇ କହିଲେ, “ବିଲିୟମ ଆମ୍ଭମାନଙ୍କ ସହିତ ଆସିବାକୁ ନାସ୍ତି କଲେ।”

Sien die hoofstuk Kopieer

ପବିତ୍ର ବାଇବଲ (Re-edited) - (BSI)

14 ଏଣୁ ମୋୟାବର ଅଧିପତିମାନେ ଉଠି ବାଲାକଙ୍କ ନିକଟକୁ ଯାଇ କହିଲେ, ବିଲୀୟମ ଆମ୍ଭମାନଙ୍କ ସଂଗେ ଆସିବାକୁ ନାସ୍ତି କରୁଅଛି।

Sien die hoofstuk Kopieer

ଓଡିଆ ବାଇବେଲ

14 ଏଣୁ ମୋୟାବର ଅଧିପତିମାନେ ଉଠି ବାଲାକଙ୍କ ନିକଟକୁ ଯାଇ କହିଲେ, “ବିଲୀୟମ୍‍ ଆମ୍ଭମାନଙ୍କ ସଙ୍ଗେ ଆସିବାକୁ ମନା କରୁଅଛି।”

Sien die hoofstuk Kopieer

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏଣୁ ମୋୟାବର ଅଧିପତିମାନେ ଉଠି ବାଲାକଙ୍କ ନିକଟକୁ ଯାଇ କହିଲେ, “ବିଲୀୟମ୍‍ ଆମ୍ଭମାନଙ୍କ ସଙ୍ଗେ ଆସିବାକୁ ମନା କରୁଅଛି।”

Sien die hoofstuk Kopieer




ଗଣନା ପୁସ୍ତକ 22:14

Volg ons:

Advertensies


Advertensies