ଗଣନା ପୁସ୍ତକ 23:16 - ପବିତ୍ର ବାଇବଲ16 ସଦାପ୍ରଭୁ ବିଲିୟମ ସହିତ ସାକ୍ଷାତ କଲେ ଓ ତାହାର ମୁଖରେ ବାକ୍ୟ ଦେଲେ, “ତୁମ୍ଭେ ବାଲାକ୍ ନିକଟକୁ ଯାଅ ଏବଂ ତାକୁ ଏହା କୁହ। Sien die hoofstukପବିତ୍ର ବାଇବଲ (Re-edited) - (BSI)16 ଏଥିରେ ସଦାପ୍ରଭୁ ବିଲୀୟମ ସହିତ ସାକ୍ଷାତ କଲେ, ପୁଣି ତାହାର ମୁଖରେ ଗୋଟିଏ, ବାକ୍ୟ ଦେଇ ତାହାକୁ କହିଲେ, ତୁମ୍ଭେ ବାଲାକ ନିକଟକୁ ଫେରି ଯାଇ ତାହାକୁ ଏହି କଥା କହିବ। Sien die hoofstukଓଡିଆ ବାଇବେଲ16 ଏଥିରେ ସଦାପ୍ରଭୁ ବିଲୀୟମ୍ ସହିତ ସାକ୍ଷାତ କଲେ, ପୁଣି, ତାହାର ମୁଖରେ ଗୋଟିଏ, ବାକ୍ୟ ଦେଇ ତାହାକୁ କହିଲେ, “ତୁମ୍ଭେ ବାଲାକ ନିକଟକୁ ଫେରି ଯାଇ ତାହାକୁ ଏହି କଥା କହିବ।” Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିରେ ସଦାପ୍ରଭୁ ବିଲୀୟମ୍ ସହିତ ସାକ୍ଷାତ କଲେ, ପୁଣି, ତାହାର ମୁଖରେ ଗୋଟିଏ, ବାକ୍ୟ ଦେଇ ତାହାକୁ କହିଲେ, “ତୁମ୍ଭେ ବାଲାକ ନିକଟକୁ ଫେରିଯାଇ ତାହାକୁ ଏହି କଥା କହିବ।” Sien die hoofstuk |