Aanlyn Bybel

- Advertensies -




ଗଣନା ପୁସ୍ତକ 23:29 - ପବିତ୍ର ବାଇବଲ

29 ତହୁଁ ବିଲିୟମ ବାଲା‌କ୍‌‌କୁ କହିଲେ, “ଏହି ସ୍ଥାନରେ ମୋ’ ପାଇଁ ସାତ ଗୋଟି ଯଜ୍ଞବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋ’ ପାଇଁ ସାତୋଟି ଷଣ୍ଢ ଓ ସାତୋଟି ଅଣ୍ତିରା ମେଷ ଆୟୋଜନ କର।”

Sien die hoofstuk Kopieer

ପବିତ୍ର ବାଇବଲ (Re-edited) - (BSI)

29 ତହିଁରେ ବିଲୀୟମ ବାଲାକଙ୍କୁ କହିଲା, ଏହି ସ୍ଥାନରେ ମୋʼ ପାଇଁ ସାତଗୋଟି ବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋʼ ନିମନ୍ତେ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।

Sien die hoofstuk Kopieer

ଓଡିଆ ବାଇବେଲ

29 ତହିଁରେ ବିଲୀୟମ୍‍ ବାଲାକଙ୍କୁ କହିଲା, “ଏହି ସ୍ଥାନରେ ମୋ’ ପାଇଁ ସାତଗୋଟି ବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋ’ ନିମନ୍ତେ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।”

Sien die hoofstuk Kopieer

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ତହିଁରେ ବିଲୀୟମ୍‍ ବାଲାକଙ୍କୁ କହିଲା, “ଏହି ସ୍ଥାନରେ ମୋʼ ପାଇଁ ସାତଗୋଟି ବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋʼ ନିମନ୍ତେ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।”

Sien die hoofstuk Kopieer




ଗଣନା ପୁସ୍ତକ 23:29

Volg ons:

Advertensies


Advertensies