ଗଣନା ପୁସ୍ତକ 23:5 - ପବିତ୍ର ବାଇବଲ5 ସେତେବେଳେ ସଦାପ୍ରଭୁ ବିଲିୟମର ମୁଖରେ ଏକ ବାକ୍ୟ ଦେଇ ତାକୁ କହିଲେ, “ତୁମ୍ଭେ ବାଲାକ୍ ନିକଟକୁ ଫେରିଯାଅ, ତାକୁ ଏହିରୂପେ କୁହ।” Sien die hoofstukପବିତ୍ର ବାଇବଲ (Re-edited) - (BSI)5 ସେତେବେଳେ ସଦାପ୍ରଭୁ ବିଲୀୟମର ମୁଖରେ ଏକ ବାକ୍ୟ ଦେଇ ତାହାକୁ କହିଲେ, ତୁମ୍ଭେ ବାଲାକ ନିକଟକୁ ଫେରି ଯାଅ, ପୁଣି ତାହାକୁ ଏରୂପ କୁହ। Sien die hoofstukଓଡିଆ ବାଇବେଲ5 ସେତେବେଳେ ସଦାପ୍ରଭୁ ବିଲୀୟମ୍ର ମୁଖରେ ଏକ ବାକ୍ୟ ଦେଇ ତାହାକୁ କହିଲେ, “ତୁମ୍ଭେ ବାଲାକ ନିକଟକୁ ଫେରି ଯାଅ, ପୁଣି, ତାହାକୁ ଏହିପରି କୁହ।” Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେତେବେଳେ ସଦାପ୍ରଭୁ ବିଲୀୟମ୍ର ମୁଖରେ ଏକ ବାକ୍ୟ ଦେଇ ତାହାକୁ କହିଲେ, “ତୁମ୍ଭେ ବାଲାକ ନିକଟକୁ ଫେରିଯାଅ, ପୁଣି, ତାହାକୁ ଏହିପରି କୁହ।” Sien die hoofstuk |