ଗଣନା ପୁସ୍ତକ 24:13 - ପବିତ୍ର ବାଇବଲ13 ‘ଯଦି ବାଲାକ୍ ମୋତେ ସୁନା, ରୂପା ପୂର୍ଣ୍ଣ ଆପଣା ଗୃହ ଦେବେ, ତେବେ ମୁଁ ନିଜ ଇଚ୍ଛାରେ ଭଲ କି ମନ୍ଦ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟର ବାହାରକୁ ଯାଇ ପାରିବି ନାହିଁ, ଯାହା ସଦାପ୍ରଭୁ କହିବେ ତାହା ହିଁ କରିବି।’ Sien die hoofstukପବିତ୍ର ବାଇବଲ (Re-edited) - (BSI)13 ଯେବେ ବାଲାକ ସୁନା ରୂପାରେ ପୂର୍ଣ୍ଣ ଆପଣା ଗୃହ ମୋତେ ଦେବ, ତେବେ ମୁଁ ଆପଣା ଇଚ୍ଛାରେ ଭଲ କି ମନ୍ଦ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ନ ପାରେ; ଯାହା ସଦାପ୍ରଭୁ କହନ୍ତି, ତାହା ହିଁ ମୁଁ କହିବି। Sien die hoofstukଓଡିଆ ବାଇବେଲ13 ଯଦିଓ ବାଲାକ ସୁନା ରୂପାରେ ପୂର୍ଣ୍ଣ ଆପଣା ଗୃହ ମୋତେ ଦେବ, ତେବେ ମୁଁ ଆପଣା ଇଚ୍ଛାରେ ଭଲ କି ମନ୍ଦ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ନ ପାରେ; ଯାହା ସଦାପ୍ରଭୁ କହନ୍ତି, ତାହା ହିଁ ମୁଁ କହିବି। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ‘ଯଦିଓ ବାଲାକ ସୁନା ରୂପାରେ ପୂର୍ଣ୍ଣ ଆପଣା ଗୃହ ମୋତେ ଦେବ, ତେବେ ମୁଁ ଆପଣା ଇଚ୍ଛାରେ ଭଲ କି ମନ୍ଦ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ନ ପାରେ; ଯାହା ସଦାପ୍ରଭୁ କହନ୍ତି, ତାହା ହିଁ ମୁଁ କହିବି।’ Sien die hoofstuk |