ଗଣନା ପୁସ୍ତକ 24:6 - ପବିତ୍ର ବାଇବଲ6 ତୁମ୍ଭେମାନେ ଉପତ୍ୟକା ତୁଲ୍ୟ ବିସ୍ତାରିତ ଓ ନଦୀତୀରସ୍ଥ ଉଦ୍ୟାନ ତୁଲ୍ୟ, ସଦାପ୍ରଭୁଙ୍କ ରୋପିତ ଅଗୁରୁ ବୃକ୍ଷ ସଦୃଶ ଓ ଜଳ ନିକଟସ୍ଥ ଏରସ ବୃକ୍ଷ ସଦୃଶ ଅଟ। Sien die hoofstukପବିତ୍ର ବାଇବଲ (Re-edited) - (BSI)6 ତାହାସବୁ ଉପତ୍ୟକା ତୁଲ୍ୟ ବିସ୍ତାରିତ, ନଦୀତୀରସ୍ଥ ଉଦ୍ୟାନ ତୁଲ୍ୟ, ସଦାପ୍ରଭୁଙ୍କ ରୋପିତ ଅଗୁରୁ ବୃକ୍ଷ ସଦୃଶ, ଜଳ ନିକଟସ୍ଥ ଏରସ ବୃକ୍ଷ ସଦୃଶ ଅଟେ। Sien die hoofstukଓଡିଆ ବାଇବେଲ6 ତାହାସବୁ ଉପତ୍ୟକା ତୁଲ୍ୟ ବିସ୍ତାରିତ, ନଦୀତୀରସ୍ଥ ଉଦ୍ୟାନ ତୁଲ୍ୟ, ସଦାପ୍ରଭୁଙ୍କ ରୋପିତ ଅଗୁରୁ ବୃକ୍ଷ ସଦୃଶ, ଜଳ ନିକଟସ୍ଥ ଏରସ ବୃକ୍ଷ ସଦୃଶ ଅଟେ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତାହାସବୁ ଉପତ୍ୟକା ତୁଲ୍ୟ ବିସ୍ତାରିତ, ନଦୀତୀରସ୍ଥ ଉଦ୍ୟାନ ତୁଲ୍ୟ, ସଦାପ୍ରଭୁଙ୍କ ରୋପିତ ଅଗୁରୁ ବୃକ୍ଷ ସଦୃଶ, ଜଳ ନିକଟସ୍ଥ ଏରସ ବୃକ୍ଷ ସଦୃଶ ଅଟେ। Sien die hoofstuk |