ଗଣନା ପୁସ୍ତକ 3:15 - ପବିତ୍ର ବାଇବଲ15 “ଲେବୀୟମାନଙ୍କୁ ସେମାନଙ୍କର ପିତୃଗୃହ ଓ ପରିବାରବର୍ଗ ଅନୁସାରେ ଗଣନା କର। ତୁମ୍ଭେ ସମସ୍ତ ପୁରୁଷ ଓ ଏକ ମାସରୁ ଅଧିକ ବୟସ୍କ ବାଳକମାନଙ୍କୁ ଗଣନା କରିବା ଉଚିତ୍।” Sien die hoofstukପବିତ୍ର ବାଇବଲ (Re-edited) - (BSI)15 ଆପଣା ଆପଣା ପିତୃଗୃହ ଓ ଆପଣା ଆପଣା ବଂଶାନୁସାରେ ଲେବୀୟ ସନ୍ତାନଗଣକୁ ଗଣନା କର; ତୁମ୍ଭେ ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷ ଗଣନା କରିବ। Sien die hoofstukଓଡିଆ ବାଇବେଲ15 “ଆପଣା ଆପଣା ପିତୃଗୃହ ଓ ଆପଣା ଆପଣା ବଂଶାନୁସାରେ ଲେବୀୟ ସନ୍ତାନଗଣକୁ ଗଣନା କର; ତୁମ୍ଭେ ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷଙ୍କୁ ଗଣନା କରିବ।” Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 “ଆପଣା ଆପଣା ପିତୃଗୃହ ଓ ଆପଣା ଆପଣା ବଂଶାନୁସାରେ ଲେବୀୟ ସନ୍ତାନଗଣକୁ ଗଣନା କର; ତୁମ୍ଭେ ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷଙ୍କୁ ଗଣନା କରିବ।” Sien die hoofstuk |