Aanlyn Bybel

- Advertensies -




ଗଣନା ପୁସ୍ତକ 3:43 - ପବିତ୍ର ବାଇବଲ

43 ପୁଣି ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷର ନାମ ସଂଖ୍ୟାନୁସାରେ ସେମାନଙ୍କର ସଂଖ୍ୟା 22,273 ହେଲା।

Sien die hoofstuk Kopieer

ପବିତ୍ର ବାଇବଲ (Re-edited) - (BSI)

43 ପୁଣି ସେମାନଙ୍କର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷର ନାମସଂଖ୍ୟାନୁସାରେ ଯେଉଁମାନେ ଗଣିତ ହେଲେ, ସେମାନଙ୍କ ସଂଖ୍ୟା ବାଇଶ ହଜାର ଦୁଇ ଶହ ତେସ୍ତରି ହେଲା।

Sien die hoofstuk Kopieer

ଓଡିଆ ବାଇବେଲ

43 ପୁଣି, ସେମାନଙ୍କର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷର ନାମସଂଖ୍ୟାନୁସାରେ ଯେଉଁମାନେ ଗଣିତ ହେଲେ, ସେମାନଙ୍କ ସଂଖ୍ୟା ବାଇଶ ହଜାର ଦୁଇ ଶହ ତେସ୍ତରି ହେଲା।

Sien die hoofstuk Kopieer

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ପୁଣି, ସେମାନଙ୍କର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷର ନାମ-ସଂଖ୍ୟାନୁସାରେ ଯେଉଁମାନେ ଗଣିତ ହେଲେ, ସେମାନଙ୍କ ସଂଖ୍ୟା ବାଇଶ ହଜାର ଦୁଇ ଶହ ତେସ୍ତରି ହେଲା।

Sien die hoofstuk Kopieer




ଗଣନା ପୁସ୍ତକ 3:43

Volg ons:

Advertensies


Advertensies