ଗଣନା ପୁସ୍ତକ 4:8 - ପବିତ୍ର ବାଇବଲ8 ତା'ପରେ ସେ ସମସ୍ତ ଉପରେ ସେମାନେ ଏକ ସିନ୍ଦୁରବର୍ଣ୍ଣ ବସ୍ତ୍ର ବିଛାଇବେ ଏବଂ ତା'ପରେ ଶିଶୁକଚର୍ମରେ ଆଚ୍ଛାଦନ କରିବେ। ତା'ପରେ ସେମାନେ ସେହି ସାଙ୍ଗୀ କଡ଼ା ଭିତରେ ପୁରାଇବେ। Sien die hoofstukପବିତ୍ର ବାଇବଲ (Re-edited) - (BSI)8 ସେହି ସମସ୍ତର ଉପରେ ସେମାନେ ଏକ ସିନ୍ଦୂରବର୍ଣ୍ଣ ବସ୍ତ୍ର ବିଛାଇବେ ଓ ଶିଶୁକଚର୍ମର ଆଚ୍ଛାଦନ ଦେଇ ତାହା ଢାଙ୍କିବେ, ତହୁଁ ତହିଁର ସାଙ୍ଗୀ ଲଗାଇବେ। Sien die hoofstukଓଡିଆ ବାଇବେଲ8 ସେହି ସମସ୍ତର ଉପରେ ସେମାନେ ଏକ ସିନ୍ଦୂରବର୍ଣ୍ଣ ବସ୍ତ୍ର ବିଛାଇବେ ଓ ଶିଶୁକଚର୍ମର ଆଚ୍ଛାଦନ ଦେଇ ତାହା ଢାଙ୍କିବେ, ତହୁଁ ତହିଁର ସାଙ୍ଗୀ ଲଗାଇବେ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେହି ସମସ୍ତର ଉପରେ ସେମାନେ ଏକ ସିନ୍ଦୂର ବର୍ଣ୍ଣ ବସ୍ତ୍ର ବିଛାଇବେ ଓ ଶିଶୁକ ଚର୍ମର ଆଚ୍ଛାଦନ ଦେଇ ତାହା ଢାଙ୍କିବେ, ତହୁଁ ତହିଁର ସାଙ୍ଗୀ ଲଗାଇବେ। Sien die hoofstuk |