ଗଣନା ପୁସ୍ତକ 6:2 - ପବିତ୍ର ବାଇବଲ2 “ଇସ୍ରାଏଲ ଲୋକମାନଙ୍କୁ ଏହିସବୁ କୁହ, କୌଣସି ପୁରୁଷ କି ସ୍ତ୍ରୀ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗିତ ହେବା ନିମନ୍ତେ ବିଶେଷ ନାସରୀୟ ପ୍ରତିଜ୍ଞା କରିବା ଉଚିତ୍। Sien die hoofstukପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ପୁରୁଷ କି ସ୍ତ୍ରୀ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ହେବା ନିମନ୍ତେ ଯେବେ ନାସରୀୟ କୌଣସି ବିଶେଷ ବ୍ରତ କରେ, Sien die hoofstukଓଡିଆ ବାଇବେଲ2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, କୌଣସି ପୁରୁଷ କିମ୍ବା ସ୍ତ୍ରୀ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ୍ ହେବା ନିମନ୍ତେ ଯଦି ନାସରୀୟ କୌଣସି ବିଶେଷ ବ୍ରତ କରେ, Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ପୁରୁଷ କିମ୍ବା ସ୍ତ୍ରୀ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ହେବା ନିମନ୍ତେ ଯଦି ନାସରୀୟ କୌଣସି ବିଶେଷ ବ୍ରତ କରେ, Sien die hoofstuk |