ଗଣନା ପୁସ୍ତକ 9:14 - ପବିତ୍ର ବାଇବଲ14 “ଆଉ ଯେବେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାରପର୍ବ ପାଳନ କରିବାକୁ ଇଚ୍ଛା କରେ, ତେବେ ସେ ନିସ୍ତାରପର୍ବର ବିଧି ଅନୁସାରେ ଓ ତହିଁର ଶାସନ ଅନୁସାରେ ତାହା ପାଳନ କରିବ; ସ୍ୱଦେଶୀ ହେଉ କି ବିଦେଶୀ ହେଉ, ଉଭୟଙ୍କ ପାଇଁ ବିଧି ସମାନ ହେବ।” Sien die hoofstukପବିତ୍ର ବାଇବଲ (Re-edited) - (BSI)14 ଆଉ ଯେବେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବାକୁ ଇଚ୍ଛା କରେ, ତେବେ ସେ ନିସ୍ତାର ପର୍ବର ବିଧି ଅନୁସାରେ ଓ ତହିଁର ନିୟମାନୁସାରେ ତାହା ପାଳନ କରିବ; ସ୍ଵଦେଶଜାତ କି ବିଦେଶଜାତ, ଦୁହିଁଙ୍କ ପାଇଁ ତୁମ୍ଭମାନଙ୍କର ଏକ ବିଧି ହେବ। Sien die hoofstukଓଡିଆ ବାଇବେଲ14 ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବାକୁ ଇଚ୍ଛା କରେ, ତେବେ ସେ ନିସ୍ତାର ପର୍ବର ବିଧି ଅନୁସାରେ ଓ ତହିଁର ନିୟମାନୁସାରେ ତାହା ପାଳନ କରିବ; ସ୍ୱଦେଶଜାତ କିମ୍ବା ବିଦେଶଜାତ, ଦୁହିଁଙ୍କ ପାଇଁ ତୁମ୍ଭମାନଙ୍କର ଏକ ବିଧି ହେବ।” Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବାକୁ ଇଚ୍ଛା କରେ, ତେବେ ସେ ନିସ୍ତାର ପର୍ବର ବିଧି ଅନୁସାରେ ଓ ତହିଁର ନିୟମାନୁସାରେ ତାହା ପାଳନ କରିବ; ସ୍ୱଦେଶଜାତ କିମ୍ବା ବିଦେଶଜାତ, ଦୁହିଁଙ୍କ ପାଇଁ ତୁମ୍ଭମାନଙ୍କର ଏକ ବିଧି ହେବ।” Sien die hoofstuk |