ଫିଲିପୀୟ 3:16 - ପବିତ୍ର ବାଇବଲ16 କିନ୍ତୁ ଆମ୍ଭେ ଯେଉଁସବୁ ସତ୍ୟ ଜାଣିଛୁ, ସେହି ସତ୍ୟ ମାର୍ଗରେ ଅବିରତ ଗ୍ଭଲିବା ଉଚିତ୍। Sien die hoofstukପବିତ୍ର ବାଇବଲ (Re-edited) - (BSI)16 କେବଳ, ଆମ୍ଭେମାନେ ଯିଏ ଯେତେ ପର୍ଯ୍ୟନ୍ତ ଅଗ୍ରସର ହୋଇଅଛୁ, ସେହି ଅନୁସାରେ ଆଚରଣ କରୁ। Sien die hoofstukଓଡିଆ ବାଇବେଲ16 କେବଳ, ଆମ୍ଭେମାନେ ଯେତେ ପର୍ଯ୍ୟନ୍ତ ଅଗ୍ରସର ହୋଇଅଛୁ, ସେହି ଅନୁସାରେ ଆଚରଣ କରୁ । Sien die hoofstukପବିତ୍ର ବାଇବଲ (CL) NT (BSI)16 ସେ ଯାହାହେଉ, ଆଜିଯାଏ ଆମ୍ଭେମାନେ ଯେଉଁ ନିୟମାବଳି ମାନି ଆସିଛୁ, ସେହି ଅନୁଯାୟୀ ଏବେ ଆଗେଇ ଯିବା ଉଚିତ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କେବଳ, ଆମ୍ଭେମାନେ ଯେତେ ପର୍ଯ୍ୟନ୍ତ ଅଗ୍ରସର ହୋଇଅଛୁ, ସେହି ଅନୁସାରେ ଆଚରଣ କରୁ। Sien die hoofstuk |