ହିତୋପଦେଶ 3:33 - ପବିତ୍ର ବାଇବଲ33 ସଦାପ୍ରଭୁ କୁକର୍ମ ଲୋକମାନଙ୍କ ଗୃହ ବିରୁଦ୍ଧରେ ଥା’ନ୍ତି। କିନ୍ତୁ ଧାର୍ମିକ ଲୋକମାନଙ୍କର ଗୃହକୁ ଆଶୀର୍ବାଦ କରନ୍ତି। Sien die hoofstukପବିତ୍ର ବାଇବଲ (Re-edited) - (BSI)33 ପାପୀମାନଙ୍କ ଗୃହରେ ସଦାପ୍ରଭୁଙ୍କର ଅଭିଶାପ ଥାଏ, ମାତ୍ର ସେ ଧାର୍ମିକମାନଙ୍କ ନିବାସକୁ ଆଶୀର୍ବାଦ କରନ୍ତି। Sien die hoofstukଓଡିଆ ବାଇବେଲ33 ପାପୀମାନଙ୍କ ଗୃହରେ ସଦାପ୍ରଭୁଙ୍କର ଅଭିଶାପ ଥାଏ, ମାତ୍ର ସେ ଧାର୍ମିକମାନଙ୍କ ନିବାସକୁ ଆଶୀର୍ବାଦ କରନ୍ତି। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ପାପୀମାନଙ୍କ ଗୃହରେ ସଦାପ୍ରଭୁଙ୍କର ଅଭିଶାପ ଥାଏ, ମାତ୍ର ସେ ଧାର୍ମିକମାନଙ୍କ ନିବାସକୁ ଆଶୀର୍ବାଦ କରନ୍ତି। Sien die hoofstuk |