ହିତୋପଦେଶ 31:21 - ପବିତ୍ର ବାଇବଲ21 ସେ କେବେହେଲେ ନିଜର ପରିବାର ବିଷୟରେ ଶୀତ ଋତୁରେ ଦୁଃଖିନୀ ହୁଏ ନାହିଁ। ଯେତେବେଳେ ବରଫପାତ ହୁଏ କାରଣ ତାହାର ସମସ୍ତ ପରିବାର ଗରମ ବସ୍ତ୍ର ପିନ୍ଧନ୍ତି। Sien die hoofstukପବିତ୍ର ବାଇବଲ (Re-edited) - (BSI)21 ସେ ହିମ ଲାଗି ଆପଣା ପରିବାର ବିଷୟରେ ଭୟ କରେ ନାହିଁ; ଯେହେତୁ ତାହାର ସମସ୍ତ ପରିବାର ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧନ୍ତି। Sien die hoofstukଓଡିଆ ବାଇବେଲ21 ସେ ହିମ ଲାଗି ଆପଣା ପରିବାର ବିଷୟରେ ଭୟ କରେ ନାହିଁ; ଯେହେତୁ ତାହାର ସମସ୍ତ ପରିବାର ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧନ୍ତି। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେ ହିମ ଲାଗି ଆପଣା ପରିବାର ବିଷୟରେ ଭୟ କରେ ନାହିଁ; ଯେହେତୁ ତାହାର ସମସ୍ତ ପରିବାର ସିନ୍ଦୂର ବର୍ଣ୍ଣ ବସ୍ତ୍ର ପିନ୍ଧନ୍ତି। Sien die hoofstuk |