Aanlyn Bybel

- Advertensies -




ହିତୋପଦେଶ 31:31 - ପବିତ୍ର ବାଇବଲ

31 ସେ ପାଇବାର ଉପଯୁକ୍ତ ପୁରସ୍କାର ତାକୁ ଦିଅ। ତାକୁ ତା’ ନିଜର କର୍ମ କରିବାକୁ ଛାଡ଼ିଦିଅ। ସେ ଯାହା କରିଯାଇଛି ଲୋକମାନଙ୍କ ନଗର ଦ୍ୱାରରେ ତାହାର ପ୍ରଶଂସା ଆଣିଦିଏ।

Sien die hoofstuk Kopieer

ପବିତ୍ର ବାଇବଲ (Re-edited) - (BSI)

31 ତାହାର ହାତର ଫଳ ତାହାକୁ ଦିଅ, ପୁଣି ତାହାର ନିଜ କର୍ମ ନଗର-ଦ୍ଵାରରେ ତାହାର ପ୍ରଶଂସା କରୁ।

Sien die hoofstuk Kopieer

ଓଡିଆ ବାଇବେଲ

31 ତାହାର ହାତର ଫଳ ତାହାକୁ ଦିଅ, ପୁଣି, ତାହାର ନିଜ କର୍ମ ନଗର-ଦ୍ୱାରରେ ତାହାର ପ୍ରଶଂସା କରୁ।

Sien die hoofstuk Kopieer

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ତାହାର ହାତର ଫଳ ତାହାକୁ ଦିଅ, ପୁଣି, ତାହାର ନିଜ କର୍ମ ନଗର-ଦ୍ୱାରରେ ତାହାର ପ୍ରଶଂସା କରୁ।

Sien die hoofstuk Kopieer




ହିତୋପଦେଶ 31:31

Volg ons:

Advertensies


Advertensies