ହିତୋପଦେଶ 6:12 - ପବିତ୍ର ବାଇବଲ12 ପାପାଧମ ବ୍ୟକ୍ତି, ଅପରାଧୀ ମନୁଷ୍ୟ ସର୍ବଦା ମିଥ୍ୟା କଥା କହନ୍ତି। Sien die hoofstukପବିତ୍ର ବାଇବଲ (Re-edited) - (BSI)12 ପାପାଧମ ବ୍ୟକ୍ତି, ଅପରାଧୀ ମନୁଷ୍ୟ; ସେ ଏକଗୁୟାଁ ମୁଖ କରି ଚାଲେ; Sien die hoofstukଓଡିଆ ବାଇବେଲ12 ବେଲିଆଲ୍ ସନ୍ତାନ, ଅପରାଧୀ ମନୁଷ୍ୟ; ସେ ସର୍ବଦା କୁଟିଳ ମୁଖ କରି ଚାଲେ; Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ବେଲିଆଲ୍ ସନ୍ତାନ, ଅପରାଧୀ ମନୁଷ୍ୟ; ସେ ସର୍ବଦା କୁଟିଳ ମୁଖ କରି ଚାଲେ; Sien die hoofstuk |