ରୋମୀୟ 1:22 - ପବିତ୍ର ବାଇବଲ22 ଲୋକେ ନିଜକୁ ବୁଦ୍ଧିମାନ ବୋଲି କହିଲେ କିନ୍ତୁ ପ୍ରକୃତରେ ସେମାନେ ମୂର୍ଖ ହୋଇଗଲେ। Sien die hoofstukପବିତ୍ର ବାଇବଲ (Re-edited) - (BSI)22 ନିଜ ନିଜକୁ ଜ୍ଞାନୀ ବୋଲି ମନେ କରି ସେମାନେ ମୂର୍ଖ ହେଲେ, Sien die hoofstukଓଡିଆ ବାଇବେଲ22 ନିଜ ନିଜକୁ ଜ୍ଞାନୀ ବୋଲି ମନେ କରି ସେମାନେ ମୂର୍ଖ ହେଲେ, Sien die hoofstukପବିତ୍ର ବାଇବଲ (CL) NT (BSI)22 ସେମାନେ ନିଜକୁ ଜ୍ଞାନୀ ମନେ କରନ୍ତି, କିନ୍ତୁ ପ୍ରକୃତରେ ସେମାନେ ମୂର୍ଖ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ନିଜ ନିଜକୁ ଜ୍ଞାନୀ ବୋଲି ମନେ କରି ସେମାନେ ମୂର୍ଖ ହେଲେ, Sien die hoofstuk |