ରୋମୀୟ 1:30 - ପବିତ୍ର ବାଇବଲ30 ସେମାନେ ପରଚର୍ଚ୍ଚା କରନ୍ତି, ପରନିନ୍ଦା କରନ୍ତି ଓ ଏକ ଆରେକ ବିରୁଦ୍ଧରେ ମନ୍ଦକଥା କୁହନ୍ତି। ସେମାନେ ପରମେଶ୍ୱରଙ୍କୁ ଘୃଣା କରନ୍ତି। ସେମାନେ ଉଦ୍ଧତ, ଆତ୍ମଗର୍ବୀ ଓ ଅହଂକାରୀ। ସେମାନେ ମନ୍ଦକର୍ମ କରିବା ପାଇଁ ବାଟ ଖୋଜୁ ଥା’ନ୍ତି। Sien die hoofstukପବିତ୍ର ବାଇବଲ (Re-edited) - (BSI)30 ସେମାନେ କର୍ଣ୍ଣେଜପ, ନିନ୍ଦକ, ଈଶ୍ଵରଙ୍କ ଘୃଣ୍ୟ, ଅତ୍ୟାଚାରୀ, ଦାମ୍ଭିକ, ଅହଂକାରୀ, ଦୁଷ୍ଟକର୍ମର ଉତ୍ପାଦକ, Sien die hoofstukଓଡିଆ ବାଇବେଲ30 ସେମାନେ ଚୁଗୁଲିଆ, ନିନ୍ଦକ, ଈଶ୍ୱରଙ୍କ ଘୃଣ୍ୟ, ଅତ୍ୟାଚାରୀ, ଦାମ୍ଭିକ, ଅହଂକାରୀ, ଦୁଷ୍ଟକର୍ମର ଉତ୍ପାଦକ, Sien die hoofstukପବିତ୍ର ବାଇବଲ (CL) NT (BSI)30 ସେମାନେ ଈଶ୍ୱରଙ୍କ ନିକଟରେ ଘୃଣ୍ୟ; ଉଦ୍ଧତ, ଅହଂକାରୀ ଓ ଆତ୍ମବଡ଼ିମାପ୍ରିୟ; କୁକର୍ମର ବିଭିନ୍ନ ଉପାୟ ସେମାନେ ପାଞ୍ଚୁ ଥାଆନ୍ତି; ସେମାନେ ପିତା ମାତାଙ୍କର ଅବାଧ୍ୟ, Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ସେମାନେ ଚୁଗୁଲିଆ, ନିନ୍ଦକ, ଈଶ୍ବରଙ୍କ ଘୃଣ୍ୟ, ଅତ୍ୟାଚାରୀ, ଦାମ୍ଭିକ, ଅହଙ୍କାରୀ, ଦୁଷ୍ଟକର୍ମର ଉତ୍ପାଦକ, Sien die hoofstuk |