ଯିଖରୀୟ 1:7 - ପବିତ୍ର ବାଇବଲ7 ଦାରିୟାବସଙ୍କ ଶାସନର ଦ୍ୱିତୀୟ ବର୍ଷର ଏକାଦଶ ମାସର ଏହା ହେଉଛି ଶବାଟ ମାସର ଚତୁର୍ବିଂଶ ଦିନ, ସଦାପ୍ରଭୁ ତାଙ୍କର ଭବିଷ୍ୟଦ୍ବକ୍ତା ଯିଖରିୟଙ୍କ ନିକଟକୁ ବାର୍ତ୍ତା ପଠାଇଲେ। ଭବିଷ୍ୟଦ୍ବକ୍ତା ଯିଖରିୟ ବେରିଖିୟଙ୍କ ପୁତ୍ର ଥିଲେ, ବେରିଖିୟ ଇଦ୍ଦୋଙ୍କ ପୁତ୍ର ଥିଲେ। Sien die hoofstukପବିତ୍ର ବାଇବଲ (Re-edited) - (BSI)7 ଦାରୀୟାବସ୍ର ଦ୍ଵିତୀୟ ବର୍ଷ ଏକାଦଶ ମାସର, ଅର୍ଥାତ୍, ଶବାଟ ମାସର ଚତୁର୍ବିଂଶ ଦିନରେ ଇଦ୍ଦୋଙ୍କ ପୌତ୍ର ବେରିଖୀୟଙ୍କ ପୁତ୍ର ଯିଖରୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, Sien die hoofstukଓଡିଆ ବାଇବେଲ7 ଦାରୀୟାବସର ଦ୍ୱିତୀୟ ବର୍ଷ ଏଗାରତମ ମାସର, ଅର୍ଥାତ୍, ଶବାଟ ମାସର ଚବିଶତମ ଦିନରେ ଇଦ୍ଦୋଙ୍କ ପୌତ୍ର ବେରିଖୀୟଙ୍କ ପୁତ୍ର ଯିଖରୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଦାରୀୟାବସର ଦ୍ୱିତୀୟ ବର୍ଷ ଏଗାରତମ ମାସର, ଅର୍ଥାତ୍, ଶବାଟ ମାସର ଚବିଶତମ ଦିନରେ ଇଦ୍ଦୋଙ୍କ ପୌତ୍ର ବେରିଖୀୟଙ୍କ ପୁତ୍ର ଯିଖରୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, Sien die hoofstuk |