2 ବଂଶାବଳୀ 2:3 - ଓଡିଆ ବାଇବେଲ3 ଆଉ ଶଲୋମନ ସୋରର ରାଜା ହୂରମ୍ ନିକଟକୁ ଲୋକ ପଠାଇ କହିଲେ, “ଆପଣ ମୋ’ ପିତା ଦାଉଦଙ୍କ ପ୍ରତି ଯେପରି ବ୍ୟବହାର କରିଥିଲେ ଓ ତାଙ୍କ ବସତି-ଗୃହର ନିର୍ମାଣ ନିମନ୍ତେ ଏରସ କାଷ୍ଠ ପଠାଇଥିଲେ, ସେହିପରି ମୋ’ ପ୍ରତି ବ୍ୟବହାର କରନ୍ତୁ। Sien die hoofstukପବିତ୍ର ବାଇବଲ (Re-edited) - (BSI)3 ଆଉ ଶଲୋମନ ସୋରର ରାଜ ହୂରମ୍ ନିକଟକୁ ଲୋକ ପଠାଇ କହିଲେ, ଆପଣ ମୋʼ ପିତା ଦାଉଦଙ୍କ ପ୍ରତି ଯେପରି ବ୍ୟବହାର କରିଥିଲେ ଓ ତାଙ୍କ ବସତି-ଗୃହର ନିର୍ମାଣ ନିମନ୍ତେ ଏରସକାଷ୍ଠ ପଠାଇଥିଲେ, ସେହିପରି ମୋʼ ପ୍ରତି ବ୍ୟବହାର କରନ୍ତୁ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ ଶଲୋମନ ସୋରର ରାଜା ହୂରମ୍ ନିକଟକୁ ଲୋକ ପଠାଇ କହିଲେ, “ଆପଣ ମୋʼ ପିତା ଦାଉଦଙ୍କ ପ୍ରତି ଯେପରି ବ୍ୟବହାର କରିଥିଲେ ଓ ତାଙ୍କ ବସତି-ଗୃହର ନିର୍ମାଣ ନିମନ୍ତେ ଏରସ କାଷ୍ଠ ପଠାଇଥିଲେ, ସେହିପରି ମୋʼ ପ୍ରତି ବ୍ୟବହାର କରନ୍ତୁ। Sien die hoofstukପବିତ୍ର ବାଇବଲ3 ଏହା ପରେ ଶଲୋମନ, ହୂରମ୍ ନିକଟକୁ ବାର୍ତ୍ତା ପଠାଇଲେ। ହୂରମ୍, ସୋର ସହରର ରାଜା ଥିଲେ। ଶଲୋମନ କହିଲେ, “ମୋର ବାପା ଦାଉଦଙ୍କୁ ସାହାଯ୍ୟ କଲାପରି ମୋତେ ମଧ୍ୟ ସାହାଯ୍ୟ କର। ତୁମ୍ଭେ ଦେବଦାରୁ ଗଛର କାଠ ତାଙ୍କ ନିକଟକୁ ପଠାଇଲ, ଯେପରି ସେ ବାସ କରିବା ନିମନ୍ତେ ଏକ ଗୃହ ନିର୍ମାଣ କରି ପାରନ୍ତି। Sien die hoofstuk |